-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ମା ଘଣ୍ଟେଶ୍ୱରୀ ଙ୍କ ପୀଠ ରେ ମା ସମଲେଶ୍ୱରୀ ଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଯାତ୍ରା ଓ ବିଗ୍ରହ ପ୍ରତିଷ୍ଠା

05-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅନ୍ତର୍ଗତ ଅମ୍ବାଭୋନା ଓ ଭଟଲି ବ୍ଲକ ର ପ୍ରସିଦ୍ଧ ମିଳନ ସ୍ଥଳୀ ମା ଘଣ୍ଟେଶ୍ୱରୀ ଙ୍କ ପୀଠ ରେ ମା ସମଲେଶ୍ୱରୀଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଆରମ୍ଭ ହୋଇଯାଇଛି। ଅଟଳ ଚାରିଟେବଲ ଟ୍ରଷ୍ଟ ର ସଭାପତି ଶିବାଜୀ ପଟେଲ ଙ୍କ ନିର୍ଦେଶ କ୍ରମେ ପ୍ରକାଶପୁର ସ୍ଥିତ ପେଟ୍ରୋଲ ପମ୍ପ ଠାରୁ ମା ଙ୍କ ପୀଠ ପର୍ଯ୍ୟନ୍ତ ମା ସମଲେଶ୍ୱରୀ ଙ୍କ ବିଗ୍ରହ ମୂର୍ତ୍ତି କୁ ଏକ ବିରାଟ ଶୋଭା ଯାତ୍ରା କରି ସ୍ୱାଗତ କରାଯାଇଥିଲା।ମା ସମଲେଶ୍ୱରୀ ଙ୍କ ମନ୍ଦୀର କୁ ଅତି ନିକଟରେ ସ୍ବର୍ଗଲାଭ କରିଥିବା ଅମ୍ବାଭୋନା ବ୍ଲକ ର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ଫକୀର ମୋହନ ପଟେଲ ମା ଙ୍କ ମନ୍ଦୀର ନିର୍ମାଣ କରାଇଥିଲେ।ସ୍ବର୍ଗତ ପଟେଲ ଙ୍କ ପ୍ରଚେଷ୍ଟା ଓ ନିର୍ଦେଶ ରେ ଦୀର୍ଘ ଦିନରୁ ତାଙ୍କର ପୁଅ ଶ୍ରୀମାନ ଶିବାଜୀ ପଟେଲ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଚଳାଇଥିଲେ ମାତ୍ର ଦୁର୍ଭାଗ୍ୟ ବଶତଃ ଶିବାଜୀ ପଟେଲ ଙ୍କ ପିତା ଙ୍କ ଗତ ଏପ୍ରିଲ 3 ତାରିଖ ରେ ଦେହାନ୍ତ ହେବାରୁ କଣ୍ଡପଳା ଗ୍ରାମର ରାଜେଶ ପଟେଲ ସପତ୍ନୀକ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ।ଅଞ୍ଚଳ ର ଅପରାଜିତ ନେତା, ନିର୍ଭିକ ବ୍ୟକ୍ତିତ୍ତ୍ୱ ର ଅଧିକାରୀ ଜିରୋ ରୁ ହିରୋ ପୁଣ୍ୟାତ୍ମା ସ୍ବର୍ଗତ ଫକୀର ମୋହନ ପଟେଲ ଙ୍କ ଇଚ୍ଛା କୁ ସମ୍ମାନ ଦେଇ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ତିଥିରେ ମା ଘଣ୍ଟେଶ୍ୱରୀ ପୂଜା କମିଟି ଏବଂ ଅଟଳ ଚାରିଟେବଲ ଟ୍ରଷ୍ଟ ର ସଦସ୍ୟ ମାନେ ଅଞ୍ଚଳ ର ସମସ୍ତ ଙ୍କ ସହଯୋଗ ରେ ମନ୍ଦୀର ପ୍ରତିଷ୍ଠା କାର୍ଯ୍ୟକ୍ରମ କୁ ସୁଚାରୁରୂପେ ଆଗେଇ ନେଉଛନ୍ତି।

ଏହି ପ୍ରତିଷ୍ଠା ଚୈତ୍ର ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥିରେ ଶନିବାର ଦିନ କଳସ ଅଧିବାସ,ରତ୍ନମୁଦ ସ୍ଥାପନ, ଅଙ୍କୁରା ରୋପଣ ପରେ ପୂଜା ଆରମ୍ଭ କରି ଯୁପ ରାଜା ଙ୍କ ପ୍ରବେଶ ହୋଇଥିଲା ଏବଂ ନବମୀ ତିଥି ରେ ଦେବୀଙ୍କ ଧାନ୍ୟାଭିଷେକ ପରେ ଦେବୀଙ୍କ ମହାସ୍ନାନ, ପ୍ରାଣ ପ୍ରତିଷ୍ଠା, ପାର୍ଶ୍ଵ ଦେବତା ପୂଜା, ହୋମ, ଶିଖର ସ୍ନାନ, ଧ୍ବଜାରୋହଣ ପରେ ଦେବୀ ଙ୍କ ବିଗ୍ରହ ପ୍ରବେଶ ଓ ପୂର୍ଣ୍ଣାହୁତୀ ହେବ ।ଏଥିରେ କଣ୍ଡପଳା ଗ୍ରାମର ରାଜେଶ ପଟେଲ ଓ ତାଙ୍କର ଧର୍ମ ପତ୍ନୀ ଗାୟିତ୍ରୀ ପଟେଲ କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ, ପଣ୍ଡିତ ଶ୍ରୀ ଅଶୋକ ଦାଶ, ପଣ୍ଡିତ ଦିଲ୍ଲୀପ ଦାଶ, ପଣ୍ଡିତ ଗୌର ଚନ୍ଦ୍ର ପଣ୍ଡା ଓ ନିରଞ୍ଜନ ପୁଝାରୀ ପୂଜା ଦାୟିତ୍ୱ ତୁଲାଇଥିଲେ।ଅମ୍ବାଭୋନା ଓ ଭଟଲି  ବ୍ଲକ ର ବିଭିନ୍ନ ଗାଁ ମାନଙ୍କ ରୁ ସାହସ୍ରାଧିକ ମହିଳା କଳସ ଯାତ୍ରାରେ ସାମିଲ ହୋଇଥିଲେ। ହଜାର ସଂଖ୍ୟା ରେ ଶ୍ରଦ୍ଧାଳୁ ଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ସମସ୍ତ ଶ୍ରଦ୍ଧାଲୁ ମାନଙ୍କ ପାଇଁ ଅନ୍ନ ପ୍ରସାଦ ର ବ୍ୟବସ୍ଥା ହୋଇଥିଲା। ଘଣ୍ଟେଶ୍ୱରୀ ପୀଠ ର କମିଟି ଓ ଅଟଳ ଚାରିଟେବଲ ଟ୍ରଷ୍ଟ ର ସମସ୍ତ ସଦସ୍ୟ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like