-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଓଡିଆ ପକ୍ଷ " ପାଳନ ଅବସରରେ ଶନିବାର ଦିନ ସକାଳେ ଏକ ଗଣଦୌଡର କାର୍ଯ୍ୟକ୍ରମ ଅନୁଷ୍ଠିତ*

05-Apr-2025



ରାୟଗଡ଼ (ପ୍ରେରଣା ଖବର )
ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ଦିବସ (୧ ଏପ୍ରିଲ ) ଠାରୁ ମହାବିଷୁବ ସଙ୍କ୍ରାନ୍ତି (୧୪ ଏପ୍ରିଲ ) ପର୍ଯ୍ୟନ୍ତ ସମୟକୁ "ଓଡିଆ ପକ୍ଷ  ୨୦୨୫" ଭାବେ ପାଳନ ଅବସରରେ ଆଜ ତା ୦୫.୦୪.୨୦୨୫ ତାରିଖ ଶନିବାର ଦିନ ସକାଳେ ଏକ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ କ୍ରୀଡା ଓ ଯୁବ ସାଶକ୍ତିକରଣ ବିଭାଗର ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଦ୍ବାରା  ୦୫/୦୪/୨୫ ତାରିଖ ସକାଳ ୦୫.୩୦ ସମୟରେ ରାୟଗଡ଼ା ସହରରେ ସ୍ଥିତ କାଳୀ ମନ୍ଦିର ଛକ ଠାରୁ ସଦଭାବନା  ସ୍ପୋର୍ଟସ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ଏକ ଗଣଦୌଡର ଆୟୋଜନ କରାଯାଇଥିଲା । 
ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ଯୋଗଦାନ କରି ପତାକା ଦେଖାଇ ଶୁଭରାମ୍ଭ କରିଥିଲେ l ଏହି ଗଣ ଦୌଡ଼ରେ ଅଂଶଗ୍ରହଣକାରୀ ପ୍ରଥମେ ପଞ୍ଜିକରଣ ପରେ ଐତିହ ଗଣ ଦୌଡ (ୱାକାଥନ) ପ୍ରାରମ୍ଭ ହୋଇଥିଲା।  ଜିଲ୍ଲା କ୍ରୀଡ଼ା ଅଧିକାରୀଙ୍କ ତତ୍ତ୍ଵାବଧାନରେ ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର,ଡି ଆଇ ପି ଆର ଓ ବସନ୍ତ କୁମାର ପ୍ରଧାନ , ଡି ସି ଓ ସୁସ୍ମିତା ବାଉରୀଙ୍କ ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ  ସମ୍ମାନିତ ଅତିଥିଭାବେ ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ର କାନ୍ତ ମାଝୀ ଯୋଗ ଦେଇଥିଲେ  ।

ଉକ୍ତ ଗଣଦୌଡ କାର୍ଯ୍ୟକ୍ରମର ଉଦଘାଟନ ଉତ୍ସବ କାଳୀ ମନ୍ଦିର ଛକ ଠାରୁ ଆରମ୍ଭ ହୋଇ ସଦଭାବନା  ସ୍ପୋର୍ଟସ କମ୍ପ୍ଲେକ୍ସ -ରାୟାଗଡା ଆର.ଟିଓ ଅଫିସ୍ -ସରସ୍ୱତୀ ଶିଶୁ ମନ୍ଦିର  - ପ୍ରେମ ପାହାଡା - ଲାଇଂସକ୍ଲବ ଦେଇ ପରିଶେଷରେ ରାୟଗଡାର ସଦଭାବନା  ସ୍ପୋର୍ଟସ କମ୍ପ୍ଲେକ୍ସ ସମାପ୍ତ ହେଇଥିଲା । ତାପରେ  ଉତ୍ସବଟି ଉଦଯାପନ ସହ  ସମସ୍ତ ଅଂଶଗ୍ରହଣକାରୀ ସକାଶେ  ଜଳପାନର ବ୍ୟବସ୍ଥା କରାଯାଇଥିଲା ।।
ଉକ୍ତ ଗଣଦୌଡର କାର୍ଯ୍ୟକ୍ରମରେ  ଏଡିଏମ ଶ୍ରୀ ନାୟକ , ପିଏ ଆଇ ଟି ଡି ଏ ଶ୍ରୀ ମାଝୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁଚରଣ ମାଝୀ, କର୍ମକର୍ତ୍ତା  ଓ ସହ କର୍ମକର୍ତ୍ତା ବୃନ୍ଦ, ଡି ସି ଓ ସହ କର୍ମକର୍ତ୍ତା ବୃନ୍ଦ,କ୍ରୀଡାବିତ୍, ୱାକର୍ଶ କ୍ଲବ ସଦସ୍ୟମାନେ,ବୁଦ୍ଧିଜୀବୀ,ଜନସାଧାରଣ,ଉମେନ୍ସ କଲେଜର ବିଦ୍ୟାର୍ଥୀମାନେ,ମହାବିଦ୍ୟାଳୟର ବିଦ୍ୟାର୍ଥିମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like