-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ *ଐତିହ୍ୟ ଗଣଦୌଡ/ୱାକାଥନ* ପ୍ରାଚୀନ କୀର୍ତ୍ତିରାଜୀ ଓ ଐତିହ୍ୟକୁ ଉଜ୍ଜୀବିତ କରିବା ହେଉଛି ଏହି ଗଣଦୌଡର ଉଦେଶ୍ୟ :

05-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁରଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲ୍ଲାପ୍ରଶାସନ ଓ କ୍ରୀଡା ଓ ଯୁବ ସେବା ବିଭାଗ ଦ୍ୱାରା ଆଜି ସକାଳ ୬ ଘଟିକା ସମୟରେ *ଐତିହ୍ୟ ଗଣଦୌଡ/ୱାକାଥନ* ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଦର ମହକୁମାସ୍ଥିତ ପବିତ୍ର ଐତିହାସିକ ପୀଠ ମାଁ ସୁରେଶ୍ୱରୀଙ୍କ ମନ୍ଦିର ପରିସରରୁ ଏହି ଗଣଦୌଡ଼ ଆରମ୍ଭ ହୋଇ ବଡ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।  ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ପତାକା ପ୍ରଦର୍ଶନ ପୂର୍ବକ ଗଣଦୌଡର ଶୁଭାରମ୍ଭ କରିଥିବାବେଳେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ,ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ କର୍ମଚାରୀ, ସ୍ବେଛାସେବୀ ସଂଗଠନ ସ୍ୱଚ୍ଛ ଭାରତ କର୍ମକର୍ତ୍ତା, ସୋନପୁର କଲେଜ ଏନ୍ ସି ସି କ୍ୟାଡେଟ, ସାମ୍ବାଦିକ, ବୁଦ୍ଧିଜୀବୀ, ନାଗରିକ, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ  ପ୍ରମୁଖ ବହୁ ସଂଖ୍ୟାରେ ସାମିଲ ହୋଇଥିଲେ। ଏହି ଗଣ ଦୌଡ଼ ଓଡ଼ିଆ ସଂସ୍କୃତି ପରମ୍ପରା ତଥା ଜିଲ୍ଲାର ପୁରାତନ କିର୍ତ୍ତୀରାଜି, ଐତିହ୍ୟକୁ  ରାଜ୍ୟ ତଥା ଜିଲ୍ଲାର ଜନମାନସରେ ଉଦ୍ଭାସିତ କରିବା, ବିଶେଷ ଭାବେ ଯୁବପିଢିଙ୍କ ମନରେ ପ୍ରାଚୀନ କୀର୍ତ୍ତିରାଜୀ ଓ ଐତିହ୍ୟକୁ ଉଜ୍ଜୀବିତ କରିବା ହେଉଛି ଏହି ଗଣଦୌଡର ଉଦେଶ୍ୟ ବୋଲି ଜିଲ୍ଲାପାଳ ନିଜ ବକ୍ତବ୍ୟରେ କହିଥିଲେ । ସେ ଏହି ଅବସରରେ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ ଜଣାଇ ଓଡ଼ିଆ ପକ୍ଷ ପାଳନରେ ସକ୍ରିୟ ଯୋଗଦାନ ସହ ସଫଳ କରିବାକୁ ଆହ୍ୱାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026

You Might Also Like