-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ରୋଜଗାର ପାଇଁ ଯାଇ ହାତ ହରାଇଥିବା ରୀନା କୁ ଭେଟିଲା ବରଗଡ଼ ମହିଳା ସମିତି

05-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦ ଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା ସମିତିର ଏକ ପ୍ରତିନିଧି ଦଳ ଭେଟି ତାଙ୍କ ଏ ଦୁର୍ଦ୍ଦଶା ଏବଂ ସ୍ଥିତାବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ସମିତି ପକ୍ଷରୁ ତାଙ୍କୁ କିଛି ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଥିଲା ।ସେଠାରୁ ଫେରି ଏହି ପ୍ରତିନିଧି ଦଳ ବରଗଡ଼ରେ ଜିଲ୍ଲାପାଳ ଙ୍କୁ ଭେଟି ପୀଡ଼ିତା ରୀନା ର ଦୁଃସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ ।
ରୀନା ଙ୍କ ଅସ୍ତ୍ରୋପଚାର ହୋଇ ବାମ ହାତ ହରାଇଥିବା ଆଘାତ ଜନିତ ପୀଡା ଅତ୍ୟଧିକ ଥିବା ସାଙ୍ଗକୁ ତାଙ୍କୁ ଜ୍ଵର ମଧ୍ୟ ହେଉଥିବାରୁ ସମିତି ପକ୍ଷରୁ ଚିନ୍ତା ପ୍ରକାଶ କରାଯାଇଥିଲା । ଉଚିତ୍ ଚିକିତ୍ସା ବ୍ୟବସ୍ଥା ସ୍ବରୂପ ତାଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତର କରାଯିବାକୁ ଏବଂ ତାଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ତତ୍ତ୍ଵ ଜିଲ୍ଲା ପ୍ରଶାସନ ବହନ କରିବାକୁ ସମିତି ପକ୍ଷରୁ ଅନୁରୋଧ କରାଯାଇଥିଲା । ଜିଲ୍ଲାପାଳ ତୁରନ୍ତ ବିଜେପୁର ବିଡ଼ିଓ ଙ୍କୁ ରୀନାଙ୍କ ଆବଶ୍ୟକ ତତ୍ତ୍ଵ ନେବାକୁ ଫୋନ ଯୋଗେ ନିର୍ଦ୍ଦେଶ ଦେଇ ଯାହା ଆବଶ୍ୟକ ସବୁ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ବାହାରେ ବିଜେପୁର ବିଧାୟକ ସନତ ଗଡତୀୟା ଙ୍କୁ ମହିଳା ସମିତିର ପ୍ରତିନିଧି ଦଳ ଭେଟି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ସେ ମଧ୍ୟ ନିଶ୍ଚିତ ଭାବେ ଆବଶ୍ୟକ ଦାୟୀତ୍ବ ତୁଲାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବରଗଡ଼ ମହିଳା ସମିତି ପକ୍ଷରୁ ଏହି ଘଟଣାର ପୋଲିସ ପ୍ରଶାସନ ସ୍ଵତନ୍ତ୍ର ଭାବେ ତଦନ୍ତ କରି ରୀନା ହାତ ହରାଇବା ପ୍ରସଙ୍ଗର ରହସ୍ୟ ଉନ୍ମୋଚନ କରିବା ସାଙ୍ଗକୁ ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି କରାଯାଇଛି । ଏହା ସାଙ୍ଗକୁ ଏହି ଗରିବ ପରିବାରକୁ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ଆର୍ଥିକ ସହାୟତା ଯୋଗାଇ ଏ ଦୁଃସ୍ଥିତିରେ ସହାୟ ହେବାକୁ ସମିତି ଅନୁରୋଧ ଜଣାଇଛି । ଏହି ପ୍ରତିନିଧି ଦଳରେ ସମିତିର ସଭାନେତ୍ରୀ ଅଞ୍ଜନା ଦାସ, ସମ୍ପାଦିକା ସୁଧାଂଶୁ ବାଳା ଦାସ, ବରିଷ୍ଠ ସଦସ୍ୟା ମମତା ମିଶ୍ର ଓ ମନ୍ଦାକିନୀ ପତି ପ୍ରମୁଖ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like