-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ଲୋଇସିଂହା ସଂଘ ପକ୍ଷରୁ ବିଭିନ୍ନ ଦାବୀନେଇ ଲୋଇସିଂହା ବି. ଡି. ଓ. ଏବଂ ଯୋଗାଣ ନିରୀକ୍ଷକ ଙ୍କୁ ଦାବିପତ୍ର ପ୍ରଦାନ

05-Apr-2025



ଲୋଇସିଂହା, (ବିନୋଦ ଦୀପ) ବିଗତ ୨୦୧୨ ମସିହା ରୁ ୨୦୨୫ ପଯ୍ୟନ୍ତ ଯୋଗାଣ ସହାୟକ ଓଡିଶା ସରକାର ଙ୍କର P. D. S. କାର୍ଯ୍ୟ କରିବା ସହିତ ଅନେକ ଜନହିତ କାର୍ଯ୍ୟସବୁ ବିଭିନ୍ନ ସମୟରେ କରିଆସୁଛନ୍ତି ତଥାପି ସରକାର ତାଙ୍କ ସପକ୍ଷରେ ଆଜି ପଯ୍ୟନ୍ତ ରେଗୁଲାର କରିନାହାନ୍ତି ଏବଂ ମାସିକ ପାରିଶ୍ରମିକ ୮୦୦୦/- ଟଙ୍କା ଦେଉଛନ୍ତି l ଯାହା ଜଣେ ଅଣ କୌଶଳୀ ଶ୍ରମିକ ର ମାସିକ ପାରିଶ୍ରମିକ ଠାରୁ ମଧ୍ୟ କମ ଅଟେ l ଯାହା ଫଳରେ ପରିବାର ପ୍ରତିପୋଷଣ କରିବାରେ ସମ୍ଭବପର ନୁହେଁ ଏଣୁ ବାଧ୍ୟ ହୋଇ ଓଡିଶା ଯୋଗାଣ ସହାୟକ ସଙ୍ଘ ଙ୍କ ନିର୍ଦେଶ ଅନୁସାରେ 4 ଏପ୍ରିଲ 2025 ରୁ 14 ଏପ୍ରିଲ 2025  ଦଶ ଦିନ ପଯ୍ୟନ୍ତ ସାମୁହିକ ଛୁଟି ନେବା ପାଇଁ ଆଜି ଲୋଇସିଂହା ବ୍ଲକ ର ଯୋଗାଣ ସହାୟକ ସଙ୍ଘ ସଭାପତି ସରୋଜ କୁମାର ପଟେଲ ଙ୍କ ତତ୍ୱାବଧାନ ରେ ଲୋଇସିଂହା ଯୋଗାଣ ସହାୟକ ସଙ୍ଘ ର ସମସ୍ତ ସଦସ୍ୟ ଏବଂ ସଦସ୍ୟା ଙ୍କ ଉପସ୍ଥିତି ରେ ଆଜି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଇସିଂହା ଏବଂ ଯୋଗାଣ ନିରୀକ୍ଷକ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ l ଏହାସହ ୧୦ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଓଡିଶା ରାଜ୍ୟ ଯୋଗାଣ ସଙ୍ଘ ରାଜରାସ୍ତା କୁ ଓଲ୍ଲାହାଇବା ପାଇଁ ବାଧ୍ୟ ହେବୁ ବୋଲି ସଂଘ ଚେତାବନୀ ଦେଇଛି l ଅନ୍ୟ ମାନଙ୍କ ମଧ୍ୟରେ ସମ୍ପାଦକ -ସରୋଜ କୁମାର ବିଶ୍ୱାଳ ଯୋଗାଣ ସହାୟକ ମଞ୍ଜରୀ ବିଶ୍ୱାଳ, ମିଳି ବିଶ୍ୱାଳ, ଯଜ୍ଞ କୁମାର ସାହୁ, ମାଧବ ଭୋଇ, ନିରୋଜ ପଧାନ, ରଶ୍ମି ରଞ୍ଜନ ବିଶି, ସରୋଜ ବେହେରା, ବିମଲ ବାରିକ, ରମେଶ ଚନ୍ଦ୍ର ମିଶ୍ର, ବିବେକାନନ୍ଦ ପଟେଲ, ବଳରାମ ମିଶ୍ର, ସୁବଳ ହନୁମାନ, ବିକାଶ ମେହେର, ତରଣୀ ସେନ ପଧାନ, ଲଳିତ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026

You Might Also Like