-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

*ଛାତ୍ର ଜୀବନରେ ସଫଳ ହେବା ପାଇଁ କଠିନ ପରିଶ୍ରମ ଓ ନିଷ୍ଠା ନିତାନ୍ତ ଜରୁରୀ*-

05-Apr-2025



ବୌଦ୍ଧ (ପ୍ରେରଣା ଖବର )
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ କଲରାଝୁଲି ପ୍ରାଥମିକ ବିଦ୍ୟାଳୟ ରେ ସ୍କୁଲର ବାର୍ଷିକ ଉତ୍ସବ, ଆମ ସଂସ୍କୃତି ଆମ ଖେଳନା କାର୍ଯକ୍ରମ ୨୦୨୪-୨୫ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ  ମୂଖ୍ୟ ଅତିଥି ଭାବରେ ଘିକୁଣ୍ଡି ସରପଞ୍ଚ  ଶ୍ରୀଯୁକ୍ତ  ସମରେନ୍ଦ୍ର ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ l କଲରାଝୁଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବିନ୍ଦ୍ର ଜେନା ବାର୍ଷିକ ବିବରଣୀ ପାଠ ଓ ସଭା ସଂଯୋଜନା କରିଥିଲେ । ଅନ୍ୟ ମାନଂକ ମଧ୍ୟରେ ଆଞ୍ଚଳୀକ ସାଧନା କେନ୍ଦ୍ର ସଂଯୋଜକ ଯୋଗୀନ୍ଦ୍ରପୁର ଶ୍ରୀଯୁକ୍ତ ପ୍ରକାଶ କୁମାର ପୁରୋହିତ ,ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଘୀକୁଣ୍ଡି ଜୟଦେବ ପ୍ରଧାନ, କଲାର୍ଝୁରୀ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ପଞ୍ଚାନନ ପ୍ରଧାନ, ୱାର୍ଡ ମେମ୍ବର ସତ୍ୟବାଦୀ ମହାକୁଡ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଥିଲେ । ସୋନପୁର ଜିଲ୍ଲାର ପତଞ୍ଜଳୀ ଭାରତ ସ୍ଵାଭିମାନ ପ୍ରଭାରୀ ମନୋଜ ପଣ୍ଡା ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ପ୍ରାଥମିକ ଶିକ୍ଷା ର ଉଦ୍ଦେଶ୍ୟ ଓ ସଂସ୍କୃତି, ଓଡ଼ିଆ ଜାତି ର ପରମ୍ପରା ଓ ସ୍ଵାଭିମାନ ବିଷୟ ରେ ବିସ୍ତୃତ ଆଲୋଚନା କରିଥିଲେ । ଅନ୍ୟ ମାନଂକ ମଧ୍ୟରେ ବିଦ୍ୟାଳୟ ର ସହାଯୋଗି ଶିକ୍ଷକ ଶ୍ରୀ କ୍ଷିରୋଦ୍ର କୁମାର ପ୍ରଧାନ ସଭା ଶେଷ ରେ ଅତିଥି ମାନଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ । ସ୍କୁଲ ର କୁନି କୁନି ପିଲା ମାନଙ୍କ ଦ୍ବାରା ସୁନ୍ଦର ଜଗନ୍ନାଥ ଙ୍କ ଭଜନ ନୃତ୍ୟ ପରିବେଷଣ କରାଯାଇ ଥିଲା l ଅନେକ କୁନି କୁନି ଛାତ୍ର ଛାତ୍ରୀ ମାନେ ଗଳ୍ପ କଥନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like