-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ସ୍ଵଚ୍ଛତା ଅଭିଯାନ*- *ଦେବାଳୟ ସଫେଇ କଲେ ଏଡିଏମ୍ , ପୌର ଅଧିକାରୀ ଓ ସ୍ୱେଚ୍ଛାସେବୀ*-

06-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁରଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ  ଷଷ୍ଠ ଦିବସ ରେ ସହର ର ଦେବାଳୟ ଓ ଐତିହ ପୀଠ ଗୁଡିକୁ ସର୍ବଦା ସ୍ୱଚ୍ଛ ସୁନ୍ଦର ରଖିବାକୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ, ଓଡିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆଜି ସକାଳ ୬ ଘଟିକା ସମୟରେ ଐତିହ ପୀଠ ଶ୍ରୀ ସୁବର୍ଣ୍ଣ ମେରୁ ଓ ଶ୍ରୀ ରାମେଶ୍ବର ପୀଠ ରେ ସ୍ଵଚ୍ଛତା ଅଭିଯାନ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଦର ମହକୁମା ସ୍ଥିତ ଏହି ଉଭୟ ଶୈବ ପୀଠ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା  ପଧାନ , ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀ ନିଜେ ଝାଡୁ କୁରାଢି ଧରି ସଫେଇ କରିଥିଲେ ଓ ସମଗ୍ର ଜିଲ୍ଲା ଓ ରାଜ୍ୟ କୁ ସ୍ଵଚ୍ଛତା ସଚେତନତା ବାର୍ତ୍ତା ପହଞ୍ଚାଇଥିଲେ l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଏଡିଏମ୍ ଶ୍ରୀ ମାଝୀ, ଓ ଶ୍ରୀମତୀ ପଧାନ ଙ୍କ ସମେତ ପୌର ଅଧିକାରୀ, ଆସିଷ୍ଟାଣ୍ଟ କଲେକ୍ଟର ରମେଶ ଗୋଛି, ଡି ପି ଓ ଶ୍ରୀ ଅର୍ଜ୍ଜୁନ ମାଝୀ, ପୌର ପରିଷଦ ଏମ ଇ -ଯଯାତୀ କେଶରୀ ପଧାନ, ଏ ଇ -କାହୁଁ ଚରଣ ସ୍ବାଇଁ, ଜେ ଇ - ତରୁଣ ମୁର୍ମୁ,  ପର୍ଯ୍ୟଟନ ବିଭାଗ ଅଧିକାରୀ ସହଦେବ ମେହେର, ପୌର ପରିଷଦ କାଉନସିଲର କଇରୁ ସ୍ବାଇଁ, ଗଙ୍ଗା ତରିଆ,  ସାନିଟାରୀ ଏକ୍ସପର୍ଟ ଅଜୟ ସ୍ବାଇଁ, ସୌଦାମିନୀ କୁମ୍ଭାର, ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ସାୟଦ ଅଲିମୁଲ୍ ଇସଲାମ, ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ, ଲଡୁ କିଶୋର ମଲ୍ଲିକ ଙ୍କ ସମେତ ସମସ୍ତ ସ୍ବେଚ୍ଛାସେବୀ, ଦିବ୍ୟ ଉର୍ଯ୍ୟା ଯୋଗ ସମିତି ର ସଂଯୋଜକ ମନୋଜ ପଣ୍ଡା, ରବୀନ୍ଦ୍ର ଜେନା ଓ ଜିଲ୍ଲା ପ୍ରଶାସନ , ପୌର ପ୍ରଶାସନ ର ସମସ୍ତ କର୍ମଚାରୀ , ବୁଦ୍ଧିଜୀବି, ମିଡିଆ ଓ ସ୍ୱେଚ୍ଛାସେବୀ ଯୋଗ ଦେଇ ସହର ଓ ଦେବାଳୟ ଗୁଡ଼ିକୁ  ସ୍ୱଚ୍ଛ ସୁନ୍ଦର ରଖିବାକୁ ସଂକଳ୍ପ ନେଇଥିଲେ

ପୌର ପରିଷଦ ଅଧିକାରୀ ଶ୍ରୀ ଋଷି ମାଝୀ ଙ୍କ ତତ୍ତ୍ଵl ବଧାନ ରେ ଜିଲ୍ଲା ସୁଚନା ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସ୍ୱଚ୍ଛ ଭାରତ ସଂଗଠନ ର ଉପଦେଷ୍ଟା ପ୍ରମୋଦ କୁମାର ସାହୁ , ସଂଯୋଜକ ମନୋରଞ୍ଜନ ତ୍ରୀପାଠୀ  ପରିଚାଳନା ରେ ସହଯୋଗ କରିଥିଲେ  ସ୍ବଚ୍ଛ ଭାରତ ସଙ୍ଗଠନ ର ବରିଷ୍ଠ ସଦସ୍ୟ ନରସିଂହ ବର୍ଗି, ପ୍ରତାପ ଦାଶ, ନାରାୟଣ ରଥ, ଜୟନ୍ତ ବେହେରା, ଜୟ ନାରାୟଣ ସାହୁ, କ୍ରିଷ୍ଣା ମେହେର, ତ୍ରିଲୋଚନ ତରିଆ , ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର, ଡ଼ା ସରୋଜ ପଟେଲ, ତରଣୀ ମେହେର, ଶୁଶାନ୍ତ ସାହୁ ପ୍ରମୁଖ ସ୍ବେଚ୍ଛାସେବୀ ଓଡ଼ିଆ ପକ୍ଷ ପାଳନ ର ପ୍ରଶାସନ ର ବିଭିନ୍ନ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like