-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ର ବିଂଶତମ ସ୍ଵନକ୍ଷତ୍ର ଦିବସ ପାଳିତ

06-Apr-2025



ବଲାଙ୍ଗିର(ପ୍ରେରଣା ଖବର): ସାପ୍ତାହିକ ସମ୍ବାଦପତ୍ର 'ପ୍ରେରଣା' ର ୨୦ତମ ସ୍ଵନକ୍ଷତ୍ର ଦିବସ ସ୍ଥାନୀୟ ଗାନ୍ଧୀ ଭବନ ଠାରେ ପାଳିତ ହୋଇଯାଇଛି। ପ୍ରଥମ ଅଧିବେଶନରେ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା l କବି ମାନଙ୍କର ସ୍ବରଚିତ କବିତା ପାଠ ଅନୁଷ୍ଠିତ ହୋଇଥିଲା।କବିତା ଆସରକୁ ରତ୍ନମୟ ତ୍ରିପାଠୀ ଏବଂ ଚୁମକି ଦାସ ସଂଯୋଜନା କରିଥିଲେ।ସଭାପତିତ୍ବ କରିଥିଲେ ଗାଳ୍ପିକ ମଳୟ ମିଶ୍ର l  ସଭା ପ୍ରାରମ୍ଭରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଶ୍ରୀରାମଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ଏବଂ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଅବସର ପ୍ରାପ୍ତ ଶିକ୍ଷକ ମନୋରଞ୍ଜନ ସାହୁ ପ୍ରାରମ୍ଭିକ ସୂଚନା ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। 'ପ୍ରେରଣା' ର ସମ୍ପାଦକ ରଘୁ ନନ୍ଦନ ସିଂହ ସଂପାଦକୀୟ ବିବରଣୀ ପାଠ କରିଥିଲେ।ସମ୍ୱର୍ଦ୍ଧନା ପର୍ବରେ ଅନେକ ବ୍ୟକ୍ତିତ୍ଵଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସାମ୍ବାଦିକ ଅଞ୍ଜନ ପ୍ରଧାନ, ସାହିତ୍ୟିକ ଡ. ସଞ୍ଜୟ ମିଶ୍ର, ବୌଦ୍ଧ ର ବଂଶଧର କର୍ମୀ ମଡେଲ ସୀମରନ୍  ସାହୁ,ସରପଞ୍ଚ ଲଷ୍ମୀ ପ୍ରଧାନ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା।ଏହି ଉପଲକ୍ଷେ ସ୍କୁଲ ଏବଂ କଲେଜ୍ ଛାତ୍ରଛାତ୍ରୀ ଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସ୍ଵନକ୍ଷତ୍ର ଦିବସର ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂହଦେଓ,ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲୀକା ସାହୁ,ସ୍ତମ୍ଭକାର ଶ୍ରୀଯୁକ୍ତ ଦୈତାରି ମହାପାତ୍ର,ମୁଖ୍ୟବକ୍ତା ଭାବେ  ମୃଣାଳ ଚାଟାର୍ଜୀ ଆଞ୍ଚଳିକ ନିର୍ଦ୍ଦେଶକ ଆଇଆଇଏମ୍ଏସ, ଢେଙ୍କାନାଳ ଯୋଗଦେଇ ସାହିତ୍ୟର ବିଭିନ୍ନ ଦିଗ ଉପରେ ତାଙ୍କର ବକ୍ତବ୍ୟ ଉପସ୍ଥାପନ କରିଥିଲେ।ସଭାକୁ ପ୍ରତିଶ୍ରୁତି ନାଏକ ସଞ୍ଚାଳନ କରିଥିଲେ।ଶେଷରେ ଉପସ୍ଥିତ ସମସ୍ତଙ୍କୁ କବି ସନ୍ଦୀପ କୁମାର କୁଅଁର ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like