-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||     

HOME   ଜିଲ୍ଲା

ଖରସେଲ ଗ୍ରାମରେ ଷୋହଲ ପ୍ରହରୀ ଅଖଣ୍ଡ ନାମଯଜ୍ଞ ଅନୁଷ୍ଠିତ

07-Apr-2025



ସିନାପାଲି  (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ   ଖରସେଲ ଗ୍ରାମରେ ଷୋହଲ ପ୍ରହରୀ ଅଖଣ୍ଡ ନlମଯଜ୍ଞ  ଅନୁଷ୍ଠିତ ହୋଇଯାଇଛି  l  ଗ୍ରାମର ଶତାଧିକ ମହିଳା କଳସ ଯାତ୍ରାରେ ଅଂଶ ଗ୍ରହଣ କରିଥିବା ବେଳେ  ସଂକୀର୍ତନ ଦଳର ତାଳେ ତାଳେ ସ୍ଥାନୀୟ ପୋଖରୀରୁ ରୀତିନୀତି ଅନୁଶାରେ କଳସରେ ଜଳପୂର୍ଣ୍ଣ କରି  ଏକ କିଲୋମିଟର ରାସ୍ତା ଅତିକ୍ରମ କରି ଯଜ୍ଞ ମଣ୍ଡପ ସ୍ଥଳୀରେ ଉତ୍ସାହ  ଉଦ୍ଧିପନା ଓ ଧର୍ମବିଶ୍ୱାସର ସହିତ ସଫଳତାର ସହିତ ପହଂଚି ଥିଲେ l ଉକ୍ତଯଜ୍ଞର କର୍ତା ଭାବରେ ଶ୍ରୀଯୁକ୍ତ  ହୁମା ନିଆଲ ଓ ତାଙ୍କ ଧର୍ମ ପତ୍ନୀ ଶ୍ରୀମତୀ  କିଆଫୁଲ ନିଆଲ ସଧର୍ମ ପାଳନ ପୂର୍ବକ କାର୍ଯ୍ୟନିର୍ବାହ କରୁଛନ୍ତି  l ସେହି ପରି  ମୁଖ୍ୟ ପୁରୋହିତ ଭାବରେ  ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ପତି ଓ ତାଙ୍କ ସହଯୋଗୀ  ଅଶ୍ୱିନୀ ବେହେରା, ପ୍ରମୋଦ ପାଢ଼ୀ, ଅରବିନ୍ଦ ଠାକୁର ପୂଜାଟିକୁ ଆଗେଇ ନେଉଛନ୍ତି l କମିଟିର ସଭାପତି ଶ୍ରୀଯୁକ୍ତ ଗଣେଶ ରାମ ସାହୁ,ପୂର୍ଣ୍ଣ ଚନ୍ଦ୍ର ମାଝୀ,ସମ୍ପାଦକ ଶ୍ରୀଯୁକ୍ତ ଭୋଳାନାଥ ବାଗ  ଥିବାବେଳେ ଉପଦେଷ୍ଟା କମିଟି ଭାବରେ ପୂର୍ଣ୍ଣ ଚନ୍ଦ୍ର ମାଝୀ, ବିକ୍ରମ ମାଝୀ, କୈଳାସ ମାଝୀ, ପିତାମ୍ବର ସାହୁ , ସମାଜ ସେବୀ ଗଗନ ସାହୁ, ଉପେନ୍ଦ୍ର ମାଝୀ, ଓଙ୍କକାର ମାଝୀ, ତୁଳସୀରାମ ସାହୁ, ଚନ୍ଦ୍ର ମାଝୀ, ସ୍ବେଛାସେବୀ  ଦୁର୍ବଳ ତାଣ୍ଡି ଓ ଦେବାରଚନ୍ଦ୍ ସୁନାନୀ ତଥା ଗ୍ରାମର ସମସ୍ତ ଆବାଳ ବୃଦ୍ଧ ବନିତା   ସହଯୋଗ କରୁଛନ୍ତି l ଏହି ଷୋହଲ ପ୍ରହରୀ ନାମ ଯଜ୍ଞରେ ମୋଟ ସାତଟି ସଂକୀର୍ତନ ଦଳକୁ  ନିମନ୍ତ୍ରଣ କରାଯାଇଛି , ଏହି  ହରିନାମ ରବିବାର ଦିନଠାରୁ ଆରମ୍ଭ ହୋଇ ବୁଧବାର ଦିନ  ନାମ ସମାପନ ହେବ ବୋଲି କମିଟିସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like