-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ "ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ" ପାଳିତ

07-Apr-2025



ବଲାଙ୍ଗିର: ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ଏବଂ

ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର ଓ  ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଉପସ୍ଥିତ ରହି ଜିଲ୍ଲାର ସଦର ମହାକୁମା ସ୍ଥିତ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ ବିଦ୍ୟାଳୟରେ  ଛାତ୍ରଛାତ୍ରୀ ମାନଙ୍କୁ 

ବର୍ଣ୍ଣବୋଧ ବଣ୍ଟନ କରିଥିଲେ I 
ଓଡ଼ିଆ ଭାଷାର ଐତିହ୍ୟକୁ ସଂରକ୍ଷଣ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ପାଇଁ ଭାଷାଗତ ଶିକ୍ଷଣ ଓ ବିକାଶର ପରିବେଶ ସୃଷ୍ଟି କରିବା ଦିଗରେ ଏହି ଦିବସଟିକୁ ‘ବର୍ଣ୍ଣବୋଧ’ ଦିବସ ଭାବେ ପାଳନ କରାଯାଇଛି I ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଉକ୍ତ ଦିବସଟିକୁ ଆୟୋଜିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like