-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଲଳିତ ଥିଲେ ସମାଜସେବୀ ତିଆରି କାରଖାନା । ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘର ଶୋକସଭା

19-Jan-2021



ବଲାଙ୍ଗିର (ପ୍ରେରଣା ଖବର) - ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଆୟୋଜିତ ଏକ ଶୋକସଭାରେ ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି । ସଂଘର ସଭାପତି ହେମନ୍ତ ପଣ୍ଡା ସ୍ୱର୍ଗତ ନାୟକଙ୍କ ସ୍ମତିଚାରଣ କରି ତାଙ୍କୁ ସମାଜସେବୀ ତିଆରି କାରଖାନା ଥିଲେ ବୋଲି କହିବା ସଙ୍ଗେ ତାଙ୍କ ଆବର୍ତ୍ତମାନ ବଲାଙ୍ଗୀରର ସାମାଜିକ ଜନ ଜୀବନରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ଏବଂ ଏହା ଆପୂରଣୀୟ ହୋଇ ରହିବ ବୋଲି କହିଥିଲେ । ସ୍ୱର୍ଗତ ନାୟକ ବଲାଙ୍ଗୀର ଏବଂ ଆଖପାଖ ଜିଲ୍ଲାରେ ହଜାର ହଜାର ରକ୍ତଦାତା ସୃଷ୍ଟି କରିଥିଲେ ଏବଂ ଏହି ରକ୍ତ ଦାତାଙ୍କ ମଧ୍ୟରୁ ବହୁ ରକ୍ତ ଦାତା ଅନେକ ବାର ରକ୍ତ ଦାନ କରି ହଜାର ହଜାର ରୋଗୀଙ୍କୁ ସହାୟତା ଯୋଗାଇ ଦେଇଛନ୍ତି ବୋଲି ପଣ୍ଡା କହିଥିଲେ । ସ୍ୱର୍ଗତ ନାୟକ ବସ୍‌ ମାଲିକ ସଂଘର ଜଣେ ପରମ ବନ୍ଧୁ ଏବଂ ମାର୍ଗ ଦର୍ଶକ ଥିଲେ ବୋଲି କୁହାଯାଇଛି । ଜିଲ୍ଲା ଘରୋଇ ବସ ମାଲିକ ସଂଘ ପକ୍ଷରୁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ତାଙ୍କର ଅମର ଆତ୍ମାର ସଦଗତି କାମନା କରାଯାଇଥିଲା । ଏହି ଶୋକ ସଭାରେ ଉପସଭାପତି ସୌମେନ୍ଦ୍ର ପରିଛା, ସହ ସମ୍ପାଦକ ଲିକୁନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଶିବ ଶଙ୍କର ପଟେଲ ଙ୍କ ସମେତ ସଂଘର ଉପଦେଷ୍ଟା ସଭ୍ୟ ମାନସ ରଞ୍ଜନ ନାୟକ, ମନୋଜ ଗୁରୁଙ୍କ ସମେତ  ସତ୍ୟ ପତି ଏବଂ ବହୁ ବରିଷ୍ଠ ସଭ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like