-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ବିଶ୍ଵ ସ୍ବାସ୍ଥ୍ୟ ଦିବସ ପାଳିତ --*

07-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ସ୍ବାସ୍ଥ୍ୟ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାତୃ ଓ ଶିଶୁ ସ୍ଵାସ୍ଥ୍ୟ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ମହିଳା ମାନଙ୍କ ଗର୍ଭଧାରଣ ର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ତଥା ଶିଶୁ ଜନ୍ମର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ଠିକ ଭାବରେ କରିବା ଓ ସ୍ତନ୍ୟପାନ ତଥା ସମ୍ପୂର୍ଣ୍ଣ ଟୀକା କରଣ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତୃ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ  ବୁଝାଇ ଥିଲେ । ଉକ୍ତ ସଭା ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ ଆଜିକାର  ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l  ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ।ଉକ୍ତ ସଭାରେ ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ଅଣ ସଂକ୍ରମକ ରୋଗ ସଂଜୋଜକ ଗୀତାଞ୍ଜଳି ମେହେର କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like