-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପିପିଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ବଜରଙ୍ଗୀକୁ ହରାଇ ସ୍କାଏ ଇଗଲ ଚମ୍ପିୟାନ

07-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଐତିହାସିକ ତାରାପୁର ଗଡ ମିନି ଷ୍ଟାଡିୟମରେ ଦୀର୍ଘ ୧୬ଦିନ ଧରି ଚାଲିଥିବା ବିନିକା ପାଲିପଡା କ୍ରିକେଟ ଲିଗର ଅନ୍ତିମ ମ୍ୟାଚରେ ବଜରଙ୍ଗୀ ଫାଇଟରକୁ ହରାଇ ସ୍କାଏ ଇଗଲ ପିପିଏଲ ଚମ୍ପିୟାନ ହୋଇଛି।ଆଇପିଏଲ ଢାଞ୍ଚାରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟରେ ୬ମାଲିକଙ୍କ ଦ୍ବାରା ୬ଟିମ ଭାଗନେଇଥିଲା ।ଶେଷ ଦିନର ଫାଇନାଲ ମ୍ୟାଚ ବଜରଙ୍ଗି ବନାମ ସ୍କାଏ ଇଗଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ପ୍ରଥମେ ସ୍କାଏ ଇଗଲ ବ୍ୟାଟିଂ କରି ୧୦ଓଭରରେ ୪ୱିକେଟ ହରାଇ ୧୦୯ରନ କରିଥିଲା ତାର ଜବାବରେ ବଜରଙ୍ଗୀ ନିର୍ଦ୍ଧାରିତ ଓଭରରେ ୭ୱିକେଟ ହରାଇ ୮୮ରନ କରି ପରାଜିତ ହୋଇଥିଲା । ଖେଳକୁ ବିନୋଦ ପାତ୍ର ଓ ପ୍ରଦୀପ ମହାଳିଂ ପରିଚାଳନା କରିଥିବା ବେଳେ ମ୍ୟାଚ ଧାରାବିବରନୀ ବୈରାଗୀ ପ୍ରଧାନ,ଆନନ୍ଦ ନାଗ ଏବଂ ସ୍କୋରର ଭାବେ ମହେନ୍ଦ୍ର,ଅଂଶୁ ଦାୟିତ୍ଵ ତୁଲାଇଥିଲେ। ପିପିଏଲ କମିଟି ଅଧ୍ୟକ୍ଷ ଅମିତ ବିକ୍ରମ ମିଶ୍ରଙ୍କ ତତ୍ତ୍ୱାବଧାନରେ ଓ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବଲାଙ୍ଗିର ସାଂସଦ ପ୍ରତିନିଧି ପ୍ରଶାନ୍ତ ଦଣ୍ଡସନା, ଯୁବ ଉଦ୍ୟୋଗୀ ଗୌରବ ପାଢ଼ୀ,ଅଜିତ ପଣ୍ଡା,ସତ୍ୟ ନାରାୟନ ମିଶ୍ର,ଅଶ୍ଵିନୀ ଦଣ୍ଡସନା,ମାନଗୋବିନ୍ଦ ମେହେର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଟିମ ଓନର,ଅମ୍ପାୟରଙ୍କୁ ଉତ୍ତରୀୟ ପ୍ରଦାନ ଏବଂ ଟୁର୍ଣ୍ଣାମେଣ୍ଟରେ ଚମ୍ପିୟାନ ହୋଇଥିବା ସ୍କାଏ ଇଗଲ ଓ ରନର ଅଫ ବଜରଙ୍ଗୀ ଦଳକୁ ଟ୍ରଫି ସହ ନଗଦ ଟଙ୍କା ପ୍ରଦାନ କରାଯାଇଥିଲା ସେହିପରି ଟୁର୍ଣ୍ଣାମେଣ୍ଟରେ ମ୍ୟାନ୍ ଅଫ ଦି ମ୍ଯାଚ ଜିତୁ ନାଗ,ବେଷ୍ଟ ବ୍ୟାଟସମ୍ୟାନ ଅଫ୍ ଦି ସିରିଜ୍ ସୁବ୍ରତ ରାବଣ,ବେଷ୍ଟ ବଲର  ଜୟସିଂହ ଖଣ୍ଡାୟତ,ବେଷ୍ଟ ଫିଲ୍ଡର ଅଫ୍ ଦି ସିରିଜ୍ ମାନସ ରଞ୍ଜନ ଭୋଇ,ମ୍ୟାନ୍ ଅଫ ଦି ସିରିଜ ଜିତୁ ନାଗ,ବିଜୟୀ ଟିମ୍ ର ସମସ୍ତ ପ୍ଲେୟାର ଙ୍କୁ ସ୍ଵର୍ଣ୍ଣ ପଦକ  ଓ ରନର ଟିମ୍ ଙ୍କୁ ରୋପ୍ୟ ପଦକ ପ୍ରଦାନ କରାଯାଇଥିଲା ତା ପରେ ସ୍କାଏ ଇଗଲ ର ମାଲିକ ବବୁନ୍ ମିଶ୍ର ଓ ତାଙ୍କ କ୍ୟାପଟାନ ମାନସ ରଞ୍ଜନ ଭୋଇ ଙ୍କୁ ୱିନର୍ ପ୍ରାଇଜ୍ ଆଓ ବଜରଙ୍ଗୀ ଦଳ ମାଲିକ ଆନନ୍ଦ ନାଗ ଓ କ୍ୟାପଟେନ ବବୁଲୁ ରାଉତଙ୍କୁ ରନର୍ ପ୍ରାଇଜ୍ ଦିଆ ଯାଇଥିଲା।ଶେଷରେ ପିସିସି ସଦସ୍ୟ ଆଲୋକ ରାଜହଂସ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like