-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ଠାରେ ବାର୍ଷିକ କ୍ରୀଡ଼ା ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଟିତ

07-Apr-2025



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ପି ଏମ୍ ଶ୍ରୀ ମହାରାଜା ହାଇସ୍କୁଲ ର ବାର୍ଷିକ କ୍ରୀଡ଼ା ଓ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଉତ୍ସବ ରେ ବିଭିନ୍ନ ସମ୍ବାଦପତ୍ର ର ସାମ୍ବାଦିକ ମାନେ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ପିଲାମାନଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ l
ଏକ ନିର୍ଦ୍ଦିଷ୍ଟ ଲକ୍ଷ ରଖି ଜୀବନରେ ଅଗ୍ରସର ହେବାକୁ ବରିଷ୍ଠ ସାମ୍ୱାଦିକ ଶ୍ରୀ ସ୍ଵାଧୀନ ମେହେର ପରାମର୍ଶ କରି ଥିବା ବେଳେ ଶିକ୍ଷା ସହିତ କ୍ରୀଡାର ସମନ୍ୱୟ ନିତାନ୍ତ ଜରୁରୀ ଓ ଶିକ୍ଷା ର ମୂଳ ଦୂଆ କୁ ମଜବୁତ୍ କରିବାକୁ ସମସ୍ତ ଶିକ୍ଷକ ଙ୍କ ଉଦ୍ୟମ ହେବା ବୋଲି ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠୀ ମତ ଦେଇଥିଲେ l ଛାତ୍ରର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ଚେଷ୍ଟା କରିବା ଉଚିତ୍ ବୋଲି ଶ୍ରୀ ରତନ୍ ପଟ୍ଟନାୟକ ଓ  କ୍ରୀଡ଼ା ଓ ଶିକ୍ଷା କ୍ଷେତ୍ର ରେ ସଫଳତା ର ଶୀର୍ଷ କୁ ପହଞ୍ଚି ବାକୁ ଉଚ୍ଚ ଆଶା ରଖିବାକୁ ହେବ ବୋଲି  ସାମ୍ୱାଦିକ ମୃତ୍ୟୁଞ୍ଜୟ ଶତପଥୀ ମତ ଦେଇଥିବା ବେଳେ ଶୃଙ୍ଖଳା ଜ୍ଞାନ ଉପରେ ସୁନ୍ଦର ବକ୍ତବ୍ୟ ରଖିଥିଲେ ସାମ୍ବାଦିକ ଶ୍ରୀ ବିବେକାନନ୍ଦ ମିଶ୍ର l ଏହି ବରିଷ୍ଠ ସାମ୍ବାଦିକ ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ 
ବିଦ୍ୟାଳୟ ସ୍ତରରେ,ରାଜ୍ୟ ସ୍ତରରେ ବିଜୟୀ ହୋଇଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l ଜାତୀୟ ସ୍ତରରେ ଶ୍ରୀମାନ ଜୁନେଶ ନନ୍ଦ ୩୦୦୦ ମିଟର ଦୌଡ ପାଇଁ ପ୍ରକାଶ ମେହେର ଯୋଗ ପାଇଁ ପୁରସ୍କୃତ ହୋଇଥିଲେ l ଶ୍ରୀ ଆଶିଷ ରଞ୍ଜନ ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ଶ୍ରୀମତୀ ଜୟନ୍ତୀ କୁମାରୀ ମେହେର କାର୍ଯକ୍ରମ ଉପସ୍ଥାପନା କରିଥିବା ବେଳେ ଶିକ୍ଷୟିତ୍ରୀ ସୁଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଶିକ୍ଷୟତ୍ରୀ ଜୋଲିତା ମିଶ୍ର, ସସ୍ମିତା ପାତ୍ର ପୁରସ୍କାର ବିତରଣି ଉତ୍ସବ ରେ ସହଯୋଗ କରିଥିଲେ l ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like