-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବିଲେଇସର୍ଡାରେ ଶିକ୍ଷା ସଚେତନତା ରଥକୁ ସ୍ବାଗତ

07-Apr-2025



ବଲାଙ୍ଗୀର: ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ସମଗ୍ର ଶିକ୍ଷା ଅଭିଯାନ ତରଫରୁ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ସହ ଯେପରି ପ୍ରତ୍ଯେକ ପିଲା ବିଦ୍ୟାଳୟକୁ ପାଠ ପଢିବାକୁ ଯିବେ ସେ ନେଇ ଅଭିଭାବକ ମାନଙ୍କୁ ସଚେତନ କରିବାର ଲକ୍ଷ୍ଯ ନେଇ  ଶିକ୍ଷା ସଚେତନତା ରଥ ପରିକ୍ରମା କରି ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପାଇଁ ଜନ

ସଚେତନତା ସୃଷ୍ଟି କରୁଛି।ଏହି କ୍ରମରେ ପୁଇଁତଳା ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ସୁନାଙ୍କ ତତ୍ତ୍ବାବଧାନରେ ଏନ୍ଏଚ୍-୫୭ ନମ୍ବର ଜାତୀୟ ରାଜପଥ ଦେଇ ବିଲେଇସର୍ଡା କ୍ଲଷ୍ଟର ଜବାହାରଲାଲ ହାଇସ୍କୁଲ ଠାରେ  ପହଞ୍ଚିବା ପରେ ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁଙ୍କ ନେତୃତ୍ବରେ ବିଦ୍ୟାଳୟ ତରଫରୁ ରଥକୁ ଭବ୍ଯ ସ୍ବାଗତ ସମ୍ଵର୍ଦ୍ଧନା  ଦିଆଯାଇଥିଲା। ପର୍ଯ୍ୟବେକ୍ଷକ ଭାବେ ଆଞ୍ଚଳିକ ସାଧନକର୍ମୀ ସତ୍ଯ ନାରାୟଣ

ସାହୁ ଯୋଗ ଦେଇଥିଲେ। ପରେ ଶିକ୍ଷା ସଚେତନତା ରଥକୁ ଅନୁଷ୍ଠାନର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ,ଛାତ୍ର, ଛାତ୍ରୀ,ଅଙ୍ଗନୱାଡି କର୍ମୀଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି ଓ ପଞ୍ଚସଖା ସେତୁର ସମସ୍ତ କର୍ମକର୍ତ୍ତା ବିଲେଇସର୍ଡା ଗ୍ରାମ ପରିକ୍ରମା କରିବା ସହ ଅଭିଭାବକ ମାନଙ୍କୁ ସଚେତନ କରିଥିଲେ। ପରେ ଶିକ୍ଷା ସଚେତନତା ରଥ ବିଲେଇସର୍ଡା କ୍ଲଷ୍ଟର ର ସମସ୍ତ ସରକାରୀ ବିଦ୍ୟାଳୟ ପରିକ୍ରମା କରିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like