-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳ ଭାରତ ବନ୍ଦ ଉପଲକ୍ଷେ ଏଆଇକେକେଏମ୍‌ଏସ୍ ତରଫରୁ ରାଲି ଓ ପଥପ୍ରାନ୍ତ ସଭା

25-Sep-2020



ଗ୍ରାମାଞ୍ଚଳ ଭାରତ ବନ୍ଦ ଉପଲକ୍ଷେ ଏଆଇକେକେଏମ୍‌ଏସ୍ ତରଫରୁ ରାଲି ଓ ପଥପ୍ରାନ୍ତ ସଭା
ବଲାଙ୍ଗୀର,୨୫.୦୯.୨୦୨୦- ଚାଷୀ ଉତ୍ପାଦନର ବାଣିଜ୍ୟ କାରବାର ପ୍ରୋତ୍ସାହନ ଓ ସୁଗମୀକ ବିଲ ୨୦୨୦ ଉତ୍ପାଦନ ଦର ସ୍ୱିକୃତି ଉପରେ କୃଷକର ରାଜିନାମା ବିଲ ୨୦୨୦, ଅତ୍ୟାବସ୍ୟକ ସାମଗ୍ରୀ (ସଂଶୋଧନ) ବିଲ ୨୦୨୦, ଚୁକ୍ତି ଚାଷ ଅଧ୍ୟାଦେଶ ୨୦୨୦ ପ୍ରତ୍ୟାହାର, ବିଦ୍ୟୁତ ବିଲ ୨୦୨୦ ଅଧ୍ୟାଦେଶ ପ୍ରତ୍ୟାହାର ଏବଂ ପେଟ୍ରୋଲ ଡିଜେଲର ମୁଲ୍ୟବୃଦ୍ଧି ବନ୍ଦ କରିବା ଦାବୀରେ ସର୍ବ ଭାରତୀୟ ବନ୍ଦ ଅବସରରେ ଅଲ ଇଣ୍ଡିଆ କୃଷକ କ୍ଷେତ ମଜଦୁର ସଂଗଠନ ଏଆଇକେକେଏମ୍‌ଏସ୍  ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାର ବିଭିନ୍ନ ବ୍ଲକମାନଙ୍କରେ ସଭା, ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ବ୍ଲକର ରତାଖଣ୍ଡି, ଗୁଡଭେଳା ବ୍ଲକର ତେନ୍ତୁଳିଖୁଣ୍ଟି, ବେଲପଡା ବ୍ଲକର କୟସାପଲା, କତ୍ରିଟାଲ, ବେହେରାମୁଣ୍ଡା ଓ ପାଟଣାଗଡ ବ୍ଲକର ବରବାହାଲ ଗ୍ରାମରେ ରାଲି ଜରିଆରେ କେନ୍ଦ୍ର ସରକାରଙ୍କର ଚାଷୀ ମାରଣ ନୀତି ପୁଞ୍ଜିପତି ତୋଷଣ ନୀତି ବିରୁଦ୍ଧରେ ଦୃଢ ପ୍ରତିବାଦ କରାଯାଇଛି । ଏହି ସବୁ ଚରମ ଜନ ବିରୋଧି ବିଲ ଯୋଗୁଁ କେବଳ ଚାଷ ସର୍ବସ୍ୱାନ୍ତ ହେବ ନାହିଁ ସମଗ୍ର ଜନସାଧାରଣ ଆର୍ଥିକ ଶୋଷଣର ଶିକାର ହେବେ । ଚାଷୀ ଓ ଚାଷର କଷ୍ଟାଜିତ ଫସଲ ସବୁ କଂମ୍ପାନୀ ଓ ବଡବଡ ବ୍ୟବସାୟୀଙ୍କର ଏକ ଚାଟିଆ ଅଧିକାରରେ  ପରିଣତ ହେବ । ତେଣୁ ସବୁ ଜନ ବିରୋଧି ପଦକ୍ଷେପ ତୁରନ୍ତ ପ୍ରତ୍ୟହାର କରିବା ଦରକାର । ଏହି ସବୁ କାର୍ଯ୍ୟକ୍ରମ ଜିଲ୍ଲା ସଂଯୋଜକ ହୃଦାନନ୍ଦ କରୁଁଆ, ମଧୁ ସୁଦନ ବାଗ, ରାଜେନ୍ଦ୍ର ରଣା, ସୁନିଲ ଭୋଇ, ହୃଷିକେଶ ବୁଡେକ, ପିତାମ୍ବର ପଧାନ,  ଫକିର ସାହୁ, ତୁଷାର ହିନ୍ନା, ରେଣୁ ମଲ୍ଲିକ, ଆନନ୍ଦ ପୁଟେଲ, ଡୋଳାମଣି ରଣା ନେତୃତ୍ୱ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like