-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଉପ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ୩୩/୧୧ କେ.ଭି. ଉଚ୍ଚ କ୍ଷମତା ସମ୍ପନ୍ନ ପାୱାର ସବଷ୍ଟେସନ : ନିରନ୍ତର ତଥା ଗୁଣାତ୍ମକ ବିଦ୍ୟୁତସେବା ପାଇପାରିବେ ଅଞ୍ଚଳର ଉପଭୋକ୍ତା - ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ସିଂଦେଓ ।

07-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟବାସୀଙ୍କ ପାଇଁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଣ ଲକ୍ଷ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଉପଖଣ୍ଡ ତରଭା ବ୍ଲକ ଦେଉଳପଦର ଠାରେ ଓଡିଏସ ଏସ ପି ଯୋଜନାର ତୃତୀୟ ପର୍ଯ୍ୟାୟରେ ୩୩/୧୧ କେ.ଭି. ଦେଉଳପଦର ପାୱାର ସବଷ୍ଟେସନ, ଓଡିଶାର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓଙ୍କ କରକମଳରେ ଲୋକାର୍ପିତ ହୋଇଯାଇଛି l ଏହି ପାୱାର ଷ୍ଟେସନ ଦ୍ୱାରା ୪ ଗୋଟି ୧୧ କେଭି. ଫିଡ଼ର ନାରାୟଣପୁର, ଦେଉଳପଦର, ପାଇକବାହାଲ ଓ ଲଛିପୁର ଫିଡ଼ର ଅନ୍ତର୍ଗତ ୧୯ ଟି ଜନବସତି ନାରାୟଣପୁର, ସିଂବାହାଲି, କଦଳିପାଲି, ତିଳେଇମାଲ, ଦେଉଳପଦର, ସାଗରତଲ, ନାଇକେନପାଲି, ପାଇକବାହାଲ, ଡାହିମାଲ, ବ୍ରାହ୍ମଣିପାଲୀ, ରାଜପାଲି, ଖେମେଡ଼ିଆମୁଣ୍ଡା,ଝାଙ୍କରପାଲି, ଲୁହୁରାପାଲି,ସହରାପାଲି, ପିପିଲିପାଲି,ରେଙ୍ଗାଲି,କୁଡାଡେରା ପ୍ରଭୁତିର ପ୍ରାୟ ୪୦୦୦ ବିଭିନ୍ନ ( ଘରୋଇ, ବ୍ୟବସାୟିକ, ଶିଳ୍ପ, ତଥା କୃଷି ଭିତ୍ତିକ ) ଉପଭୋକ୍ତା  ଏହି ପାୱାର ସବଷ୍ଟେସନ ଦ୍ୱାରା  ନିରନ୍ତର ତଥା ଗୁଣାତ୍ମକ ବିଦ୍ୟୁତସେବା ପାଇପାରିବେ। ଏହି ପାୱାର ସବ ଷ୍ଟେସନ କାର୍ଯ୍ୟକ୍ଷମ ଫଳରେ  ଅଂଚଳର ପ୍ରାୟ ୫୫୦ କୃଷି ଉପଭୋକ୍ତା ଏବଂ ଗଭୀର ନଳ କୂପ ପ୍ରକଳ୍ପ ବିଶେଷ ଭାବେ ଉପକୃତ ହୋଇପାରିବେ। ତରଭା ବ୍ଲକ ଦେଉଳପଦର ଠାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମ ଅବସରରେ ସମ୍ମାନିତ ଅତିଥିଭାବେ ମାନନୀୟା ସାଂସଦ ବଲାଙ୍ଗୀର ଲୋକସଭା ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ,   ଜିଲ୍ଲାପାଳ ସୁବର୍ଣପୁର ଶ୍ରୀମତୀ ଅନ୍ୟା ଦାସ , ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମପ୍ରସାଦ ସାହୁ ,  ଟିପିଡବ୍ଲୁ ଓ ଡିଏଲ,ସିଇଓ ଇଂ. ପ୍ରବୀଣ ବର୍ମା  ପ୍ରମୁଖ ମଂଚାସୀନ ରହିଥିଲେ। କାର୍ଯ୍ୟକ୍ରମ ଅବସରରେ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ପଞ୍ଚାୟତ ସ୍ତରୀୟ ଜନପ୍ରତିନିଧି, ବିଭିନ୍ନ ଅଧିକାରୀ, ବିଦ୍ୟୁତ ବିଭାଗର ଅଧିକାରୀ, ତଥା ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିଲେ।ଏହି ଗ୍ରୀଡ଼ ପାୱାର ଷ୍ଟେସନର ନିର୍ମାଣ କାର୍ଯ୍ୟ ୨୧ ଜାନୁୟାରୀ ୨୦୧୬ ରେ ଆରମ୍ଭ ହୋଇଥିବା ବେଳେ ୭ଅପ୍ରେଲ ୨୦୨୫ ରେ ସମାପନ ହୋଇଥିବା ସୂଚନା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମକୁ ମନୋଜ ପଟ୍ଟନାୟକ ଲୋକ ସମ୍ପର୍କ ବିଭାଗ ମୁଖ୍ୟ ସଂଯୋଜନା କରିଥିବା ବେଳେ ଟିପି ଡବ୍ଲୁଓ ଡି ଏଲ ନିର୍ବାହୀ ଯନ୍ତ୍ରୀ ଇଂ. ଅଶୋକ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଦିବସର ବିଭିନ୍ନ କାର୍ଯ୍ୟକ୍ରମରେ ଲୋକ ସମ୍ପର୍କ ଅଧିକାରୀ ଟିପିଡବ୍ଲୁଓଡ଼ିଏଲ ପ୍ରବୀର କୁମାର ଶତପଥି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like