-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବୀରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ

07-Apr-2025



ତୁଷୁରା (ପଞ୍ଚାନନ ନାଏକ)- ବଲାଙ୍ଗିର ଜିଲ୍ଲାର ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବୀରେ ଦେଓଗାଁ ଚିନିକଳ ସଂଘର୍ଷ ସମିତି ର ଡାକରା ରେ ବିଭିନ୍ନ ଚାଷୀ ସଂଗଠନ, ବୁଦ୍ଧିଜିବୀ ତଥା ଶ୍ରମିକ ସଂଗଠନ ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଜୁଟ ହୋଇ ଏକ ବିକ୍ଷୋଭ ସଭାରେ ରେ ସାମିଲ ହୋଇଥିଲେ । ବିଭୁଦତ୍ତ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସଂଘର୍ଷ ସମିତିର ଅନ୍ୟତମ ନେତା ତଥା ଭିଲେଜର୍ସ ଇଣ୍ଡିଆ ପାର୍ଟିର ସଭାପତି ଡଃ ବିପିନ କୁଶଲିଆ, ପଶ୍ଚିମ ଓଡିଶା ସେବା ସଂଘର ସଭାପତି ରାଜେଶ ବଗର୍ତ୍ତି, ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ସଭାପତି ଜତି ପ୍ରଧାନ, ସଂପାଦକ ଚଗଲା ପରିଚ୍ଛା, ଆଇଏନ୍‌ଟିୟୁସି ଜିଲ୍ଲା ସଭାପତି କୃଷ୍ଣ ସାହୁ, କୋସଲବାଦୀ ନେତା ତଥା ନାଗରିକ କମିଟିର ପୂର୍ବତନ ସଂପାଦକ ମନୋରଂଜନ ସାହୁ, ଚାଷି ମୁଲିଆ ସଂଘର ଜିଲ୍ଲା ସଭାପତି ପ୍ରେମାନନ୍ଦ ଭୋଇ, ଯୁବ ନେତା ସନ୍ଦିପ ବାଗ, ଆମ ଆଦମି ପାର୍ଟି ଜିଲ୍ଲା ସଭାପତି ଆଶିଷ ପାଣ୍ଡେ, ଚିନିକଳ କର୍ମଚାରୀ ସଂଘର ସଭାପତି ଅକ୍ଷୟ ପୁଟା, ଉପଦେଷ୍ଟା ସୁବଲ ରଣା, କୃଷକ ସଂଘର୍ଷ ସମିତିର ସମ୍ପାଦକ ମଧୁ ସୁଦନ କ୍ଷେତି, ସମାଜସେବି ଧନଞ୍ଜୟ କରଣ, ପିଣ୍ଟୁ ସେଠ, ଆଲୋକ ପରିଡା ଙ୍କ ସମେତ ଶତାଧିକ କୃଷକ ଉକ୍ତ ସଭାରେ ଉପସ୍ତିତ ରହି ଦେଓଗାଁ ଚିନିକଳ କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ ତଥା ଦୃଢ ଦାବୀ କରିଥିଲେ । ବିଭିନ୍ନ ସରକାରଙ୍କ ଉଦାସୀନ ମନୋଭାବ କୁ ସମାଲୋଚନା କରାଯାଇ ମୋହନ ମାଝି ସରକାରଙ୍କୁ ଯୁଦ୍ଧ କାଳିନ ଭିତ୍ତିରେ କାରଖାନାକୁ କାର୍ଯ୍ୟକ୍ଷମ କରିବା ପାଇଁ ଦାବୀ କରାଯାଇଥିଲା, ଅନ୍ୟଥା ସଂଘର୍ଷ ସମିତି ଭବିଷ୍ୟତରେ ଦୁର୍ବାର ଆନ୍ଦୋଲନ ର ଚେତାବନୀ ଦେଇଛି । ପ୍ରକାଶ ଥାଉକି ବଲାଙ୍ଗିର ଜିଲ୍ଲାର ଏକ ମାତ୍ର କୃଷିଭିତ୍ତିକ ଶିଳ୍ପ ହେଉଛି ଏହି ବନ୍ଦ ପଡିଥିବା ଚିନିକଳ । ଆଖୁ ଏକ ଅର୍ଥକାରୀ ଫସଲ ହୋଇଥିଲେ ମଧ୍ୟ ଚିନିକଳ ବନ୍ଦ ଥିବାରୁ ଚାଷି ଅଭାବି ବିକ୍ରିର ଶିକାର ହେଉଛି ଏବଂ ତତ୍ ସହିତ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବେ ପାଖାପାଖି ୨୦ ହଜାର ଲୋକ ପ୍ରଭାବିତ ହେଉଛନ୍ତି । ସୌଭାଗ୍ୟ କ୍ରମେ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବଲାଙ୍ଗିର ଜିଲ୍ଲାରୁ ହୋଇଥିବାରୁ ଜିଲ୍ଲାର ଚାଷିମାନେ ଚିନିକଳର ପୁନଃ କାର୍ଯ୍ୟକ୍ଷମ ନେଇ ବିଶଷେ ଆଶାବାଦୀ ଅଛନ୍ତି ।ସଭା ଶେଷରେ ରାଜେଶ ବଗତର୍ତ୍ତି ସମସ୍ତ ସଂଗ୍ରାମୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଂଗ କରିଥିଲେ । ଏହି ମର୍ମରେ ଏକ ଦଫା ଦାବୀ ପତ୍ର ମାନନୀୟ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like