-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ୨୦୨୫*ଉଦ୍ଘାଟିତ

07-Apr-2025



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ଉଦ୍ଘାଟିତ ହୋଇ ଯାଇଛି l  ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଏହିଟର୍ଣ୍ଣlମେଣ୍ଟ କୁ ଉପ ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦ୍ଘାଟନ କରି ଯୁବ କ୍ରୀଡା ପ୍ରତିଭା ସୃଷ୍ଟି କରିବାର ରାଜ୍ୟ ସରକାର ଙ୍କ ଏହି ପ୍ରୟାସ କୁ ଭୂୟସୀ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥି ଭାବରେ ଡି ଏସ ଓ ଚିତ୍ତ ରଞ୍ଜନ ମିଶ୍ର, ଭେଟରାନ ଫୁଟବଲ୍ ଖେଳାଳି ଗୋରେଖ ନାଥ ସାହୂ, କଇରୁ ସ୍ବାଇଁ, ଦିଲ୍ଲୀପ ଗୁରୁ, ଗୌରୀ ଶ୍ୟାମ ପଣ୍ଡା, ସତ୍ୟ ନାରାୟଣ ରାଓ, ଯୋଗ ଦେଇ ଥିଲେ l ଜିଲ୍ଲା ର ବିଭିନ୍ନ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ ଆଜି ବି ଏସ ଏ ଉଲୁଣ୍ଡା ଓ ମା ଚର୍ଦ୍ଦା କ୍ଲବ୍ ଚର୍ଦ୍ଦା ମଧ୍ୟରେ ପ୍ରଥମ ମ୍ୟଚ ଓ କଙ୍କlଳି ଏଫ୍ ସି ଜନ୍ମୁରା ଓ ନାରାୟଣ ପୁର ମଧ୍ୟରେ ଦ୍ଵିତୀୟ ମ୍ୟାଚ ଅନୁଷ୍ଠିତ ହୋଇଛି l ଉଭୟ ମ୍ୟାଚ୍ ଅମିମାଂସିତ ହୋଇ ଚାରି ଗୋଟି ଦଳ ଗୋଟାଏ ଗୋଟାଏ ପଏଣ୍ଟ ପାଇଛନ୍ତି l ପ୍ରଥମ ମ୍ୟାଚ କୁ ସଞ୍ଜୀବ ସାହୁ ମୂଖ୍ୟ ରେଫାରୀ ଭାବେ  ଅନିଲ ଭୋଇ, ରାଜେଶ ଥାନପତି, ସହଯୋଗି 
ଓ  ଅନିତା ମହାକୁଡ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରି ଚାଳନା କରିଥିଲେ l ଦ୍ଵିତୀୟ ମ୍ୟାଚ କୁ ରାଜେଶ ଥନlପତି ମୁଖ୍ୟ ରେଫରି  ଭାବେ ଓ ଅନିଲ ଭୋଇ, ପ୍ରଶାନ୍ତ ସେଠି ସହଜୋଗି ଓ ସଞ୍ଜୀବ ସାହୁ ଫୋର୍ଥ। ଅଫିସିଆଲ୍ ଭାବେ ଖେଳ ପରି ଚାଳନା କରିଥିଲେ l ଦିଗାମ୍ୱର ଶତପଥି ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ବିକାଶ ପଣ୍ଡା ଓ କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like