-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

07-Apr-2025



(ଡୋଲେଶ୍ୱର  ବାଗ )
 ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା  ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ। ଜିଲ୍ଲାପାଳ ମଧୁସୂଦନ ଦାଶ ଓ  ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ର ଯୋଗ ଦେଇଥିଲେ।  ଶିବିର ସକାଲୁଆ ୦୭ ଘଣ୍ଟା ରେ ଆରମ୍ଭ ହୋଇ ଅଭିଯୋଗକାରୀ ମାନେ ଆସି ଅଭିଯୋଗ କରିଥିଲେ। ଶିବିରରେ ୩୧ ଟି ବ୍ୟକ୍ତିଗତ , ୭ ଟି ଗୋଷ୍ଠୀଗତ ମୋଟ ୩୮ ଟି ଅଭିଯୋଗର ଶୁଣାଣି କରି  ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।  ବନଖଣ୍ଡ ଅଧିକାରୀ ଅଜିଜ ଖାନ,  ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା  ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ l ଶିବିରରେ ଜଙ୍ଗଲ ଅଧିକାର ବ୍ୟକ୍ତିଗତ ସ୍ଵୀକୃତି ଶିରୋନାମାରେ ଯୁନାପାଣୀ ଗାଁର ୧୨ ଜଣ ବ୍ୟକ୍ତିଙ୍କୁ,  ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାରରେ ୩ ଟି ଗାଁ ପଦ୍ମପୁର,ଭଇରାଜପୂର୍, ମନ୍ତ୍ରିତରାଇ କୁ ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like