-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ଶ୍ରୀରାମ ନବମୀରେ ରାମ ଭଜନରେ ଝୁମିଲେ ଭକ୍ତ

07-Apr-2025



ବଲାଙ୍ଗିର: ମାଲପଡା ରାମସ୍ୱାମୀ ମନ୍ଦିର ଠାରେ ଶ୍ରୀରାମ ନବମୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପୂଜା ପୂର୍ବରୁ ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ ଶ୍ରୀରାମ ନବମୀ ପୂଜାରେ କର୍ତ୍ତା ଭାବରେ ହରିବନ୍ଧୁ ବଗର୍ତ୍ତୀ ଓ ତାଙ୍କର ପନôୀ ବାସନ୍ତୀ ବଗର୍ତ୍ତୀ ଦାୟିତ୍ୱ ତୁଲାଇଥିଲେ । ପରେ ସନ୍ଧ୍ୟାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଶ୍ରୀରାମ ଭଜନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଚାରକ ଭାବରେ ବିଶିଷ୍ଟ କଳାକାର ଟଙ୍କଧର ମିଶ୍ର ଓ ଦିଲୀପ ସିଂ ଦେଓ ଯୋଗଦେଇ ଥିଲେ । ପୁରଷ୍କାର ବିତରଣୀ ସଭାରେ ରାମସ୍ୱାମୀ ମନ୍ଦିର ଟ୍ରଷ୍ଟର ସଭାପତି ଭବାନୀ ଶଙ୍କର ଶତପଥୀ,  ସମ୍ପାଦକ ଶିଶିରକାନ୍ତ ଶତପଥୀ,  କୋଷାଧ୍ୟକ୍ଷ ହିଂମାଶୁ ଶେଖର ପଣ୍ଡା ଅତିଥି ଭାବରେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରଷ୍କୃତ କରିଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ସୌମେନ୍ଦ୍ର କୁମାର ପଟ୍ଟନାୟକ । ସହଯୋଗ କରିଥିଲେ ବୁଲୁ ଦାନୀ, ମାର୍ଗଶୀର କର୍ମୀ, ପ୍ରଦୀପ ଥନାପତି, ଶଙ୍କର ପ୍ରସାଦ ମାଝୀ, ସୌମ୍ୟଦୀପ ସରାଫ, ସନୋଜ ମିଶ୍ର, ସନ୍ତୋଷ ମିଶ୍ର, ସୁବଳ ବେହେରା, କବି ବାଗ, କୁନୁ ପୋଢ, ଭକ୍ତ ପୋଢ, ହରିବନ୍ଧୁ ବଗର୍ତ୍ତୀ, ନିରଞ୍ଜନ ହାତୀ, ବଳଦେବ ହାତୀ ଓ ଅନ୍ୟମାନେ । ଏହି ଅବସରରେ ମନ୍ଦିର ନିର୍ମାଣ ପାଇଁ ସାହାଯ୍ୟ ସହଯୋଗ କରିଥିବା ସକାଶେ ବ୍ୟକ୍ତି ବିଶେଷକୁ  ଫଟୋଚିତ୍ର ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like