-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ପାଇପ୍ ଲାଇନ୍ ମାଧ୍ୟମରେ ପାଣି ନ ମିଳିବାରୁ ଗମ୍ଭାରୀଗୁଡ଼ା ଗ୍ରାମବାସୀ ହନ୍ତସନ୍ତ l

07-Apr-2025



କଳାହାଣ୍ଡି ,କୋକସରା ( ତ୍ରିନାଥ ବେଶ୍ରା )
ଜଳ ହିଁ ଜୀବନ ଜଳ ବିନା ଜୀବନ ଅସମ୍ଭବ ! ସରକାର ବସୁଧା ଯୋଜନା ମାଧ୍ୟ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଗ୍ରାମେ ଗ୍ରାମେ ପାଇପ ଲାଇନ କରି ପାଣି ଯୋଗାଇ ପାଇଁ ବିଫଳହୋଇଥିବା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ଗାଁରେ । 5 ବର୍ଷ ପୂର୍ବେ  ଗମ୍ଭାରୀଗୁଡ଼ା ଗାଁର ପ୍ରତ୍ୟେକ ଘରେ ଘରେ ପାଇପ୍ ପୋତା ଯାଇ ନଳଗୁଡିକ ଲଗା ଯାଇଥିଲା । କିନ୍ତୁ ଦୁଃଖର ବିଷୟ ପୋତାଯାଇ ଥିବା ପାଇପ୍ ଏବଂ ନଳଗୁଡିକ  କଳଙ୍କ ଲାଗି ଖରାପ ହେବାକୁ ବସିଲାଣି ହେଲେ ଜଳ ସୁବିଧା ଏପର୍ଯ୍ୟନ୍ତ ଅନେକ ପରିବାର ପାଣି ପାଇବାରୁ ବଞ୍ଚିତ। ସୂଚନା ଅନୁସାରେ ଗମ୍ଭାରୀଗୁଡ଼ା ଗାଁରେ ମୁଟୁରା ନଦୀରୁ ପାଇପ୍ ଯୋଗେ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଇଥିଲା  କିନ୍ତୁ ଅଳ୍ପ କେତେକ ପରିବାରଙ୍କୁ ଛାଡ଼ି ଦେଲେ ଗାଁର ସମସ୍ତେ ପାଣି ପାଇବାରୁ ବଞ୍ଚିତ ହେଉଥିବା  ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ସରକାର ଜନସାଧାରଣଙ୍କ ପାଇଁ ଅନେକ ଯୋଜନା ତଥା ସୁବିଧା କରିବା ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ଆସୁଛନ୍ତି ହେଲେ ସେହି ଯୋଜନା ସବୁ ବିଫଳ ହେବା ଦ୍ଵାରା ଜନସାଧାରଣ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସରକାରଙ୍କ ସୂଚନାନୁସାରେ ଜନଗଣନା 2011 ଅନୁସାରେ ଗମ୍ଭାରୀଗୁଡ଼ା ଗାଁରେ ସର୍ବମୋଟ 464 ପରିବାର 1681 ଜନସଂଖ୍ୟା ବସବାସ କରିଆସୁଛନ୍ତି ଓ ସେଥିରେ 22 ଗୋଟି ନଳକୂପ ଚାଲୁଛି ହେଲେ 14 ବର୍ଷ ପରେ ପରିବାର ସଂଖ୍ୟା ବଢିବା ସହିତ ଜନସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଅପରପକ୍ଷରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବଢିବାରେ ଲାଗିଛି ପୋଖରି, ନାଳ, କେନାଲ ସବୁ ଶୁଖିଗଲାଣି ନଳକୂପ ଗୁଡିକରେ ଜଳ ସ୍ତର ମଧ୍ଯ କମି କମି ଯାଉଛି ଏବଂ ବହୁତ୍ କଷ୍ଟରେ ନଳକୂପ ରୁ ପାଣି ବାହାରୁଛି ଯଦ୍ୱାରା ଗ୍ରାମ ସ୍ଥିତ ମହିଳାମାନଙ୍କ ସମେତ ଗ୍ରାମବାସୀମାନେ ପାଣି ନିମନ୍ତେ ହାହାକାର ହେଉଛନ୍ତି। ଏପଟେ RWSS ବିଭାଗ ମେଗା ପାଇପ୍ ମାଧ୍ୟମରେ ଜଳ ଯୋଗାଣ କରାଯିବା କଥା ପ୍ରକାଶ କରୁଛନ୍ତି ସୂଚନାନୁସାରେ  ଏପର୍ଯ୍ୟନ୍ତ ମେଗା ପାଇପ୍ ଯୋଗେ ଜଳ ଯୋଗାଣ କାର୍ଯ୍ୟ ଏପର୍ଯ୍ୟନ୍ତ 20% ମଧ୍ୟ ସମ୍ପୂର୍ଣ୍ଣ ହୋଇ ପାରିନାହିଁ । ତେଣୁ ଏହିଭଳି ଭାବରେ ପାଣିର ସମସ୍ୟାକୁ ନେଇ ସେହି ଗାଁରେ ଥିବା ମହିଳାମାନେ ଏବଂ ଗ୍ରାମବାସୀମାନେ ଜଳ ଯୋଗାଣ ପାଇଁ ବିକଳ୍ପ ବ୍ୟବସ୍ଥା କରିବା ନିମନ୍ତେ ସରକାରଙ୍କୁ ଅନୁରୋଧ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like