-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର

05-Apr-2025



ବୌଦ୍ଧ,.୦୫l ୦୩ (ପ୍ରେରଣା ଖବର ) : ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଦହ୍ୟା ପିଏମ୍ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡ଼କ୍ରସ୍ ଆନୁକୁଲ୍ୟରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ରାଜେଶ୍ୱରୀ ସ୍ୱାଇଁ କାର୍ଯ୍ୟକ୍ରମକୁ ଉଦ୍ଘାଟନ ସହ ସଭାପତିତ୍ବ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ରେଡ଼କ୍ରସ୍ ସାଧନକର୍ମୀ ରାମ ନାରାୟଣ ଦାସ, ବଲାଙ୍ଗୀର ଜିଲ୍ଲା ରେଡକ୍ରସ ସାଧନା କର୍ମୀ ପ୍ରଭାକର ଛନ୍ଦ ଓ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଜୁନିଅର ରେଡକ୍ରସ୍ ସଂଯୋଜକ ବନମାଳୀ ମେହେର ସାଧନ କର୍ମୀ ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ହଠାତ୍ ମୂର୍ଚ୍ଛା ହେବା,ସାପ କାମୁଡା,ଏବଂ ନିଆଁ ରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ହାଡ଼ ଭଙ୍ଗା,ମୁଣ୍ଡ ଫଟା,ରକ୍ତସ୍ରାବ ର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ  ସୂଚନା ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମକୁ ଶିକ୍ଷକ ରାକେଶ କୁମାର ସାହୁ ସଂଯୋଜନା କରିଥିଲେ।ଶିକ୍ଷକ ବିରେନ୍ଦ୍ର କୁମାର ପ୍ରଧାନ,ସ୍ଵାଧୀନ ରାଜହଂସ, ଅଶେଷ କୁମାର ନାୟକ,ସୌମିତ୍ରି ପ୍ରଧାନ, ଶିକ୍ଷୟିତ୍ରୀ ପ୍ରଗତିବାଲା ମଲ୍ଲିକ, ଅନିତା ମିଞ୍ଜ,ଶିକ୍ଷକ ରମେଶ ରଞ୍ଜନ ସେଠୀ,ସିଦ୍ଧାନ୍ତ ପ୍ରଧାନ,ପ୍ରଶାନ୍ତ ମିଶ୍ର,ପ୍ରକାଶ ଡାଙ୍ଗ,ହେମକାନ୍ତ ମେହେର ,ରଶ୍ମି କିଶାନ,ସରସିବାଲା ପ୍ରଧାନ,ଉମେଶ ମେହେର,ଚିତ୍ତରଞ୍ଜନ ମେହେର,ଗୋବର୍ଦ୍ଧନ ମଲ୍ଲିକ,ସତ୍ୟ ଦଣ୍ଡିଆ ସମେତ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ ।ପରିଶେଷରେ  ବିଦ୍ୟାଳୟର ଜୁନିଅର ରେଡକ୍ରସ୍ ପରାମର୍ଶଦାତା ସୁଶାନ୍ତ ଵେଜୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like