-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ଜିଲ୍ଲା

ବର୍ଣ୍ଣବୋଧ ପୁସ୍ତକ ବଣ୍ଟନ

08-Apr-2025



ରାୟଗଡା: ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ନୂତନ ଭାବେ ନାମଲେଖା ଶିଶୁମାନଙ୍କ ପାଇଁ ବର୍ଣ୍ଣବୋଧ ବଣ୍ଟନ ଉତ୍ସବ ପାଳିତ ହୋଇଛି।   ଓଡ଼ିଆ ପକ୍ଷ୍ୟ ପାଳନର ସପ୍ତମ ଦିବସରେ ସମସ୍ତ ବ୍ଳକ ଗୁଡିକୁ  ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ   ଭକ୍ତକବି ମଧୁସୂଦନ ରାଓଙ୍କ ଦ୍ବାରା ପ୍ରଣୀତ  ବର୍ଣ୍ଣବୋଧ ଶିଶୁ ମାନଙ୍କୁ ବଣ୍ଟନ ନିମନ୍ତେ ଯୋଗାଇଦିଆଯାଇଛି।  
  ରାୟଗଡା ସଦର ଗାନ୍ଧୀନଗର ଓ ଇନ୍ଦିରା ନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଭାବେ ନାମ ଲେଖାଇଥିବା ଶିଶୁଙ୍କୁ ବଣ୍ଟନ କରାଯାଇଥିଲା।   ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ୱାଙ୍ଗ୍ରାହି ଶବର, ରାୟଗଡ ବ୍ଲକର ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଗୋପାଳ ପଣ୍ଡା, ପ୍ରଧାନ ଶିକ୍ଷକ ପ୍ରତାପ

ଚନ୍ଦ୍ର ବାତ୍ରିୟା ଓ ପ୍ରଧାନ ଶିକ୍ଷୟିତ୍ରୀ ପ୍ରମିଳା ପଣ୍ଡା, ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ସମେତ ଉଭୟ ବିଦ୍ୟାଳୟର ଶିକ୍ଷକ,  ଶିକ୍ଷୟିତ୍ରୀ ଓ ଛାତ୍ର,  ଛାତ୍ରୀ ଉପସ୍ଥିତ ଥିଲେ । ଗାନ୍ଧିନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୫ ଜଣ ଏବଂ ଇନ୍ଦିରାନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୦ ଜଣ ନୁତନ ଭାବେ ନାମ ଲେଖାଇ ଥିବା ଶିଶୁଙ୍କୁ ଏହି ପୁସ୍ତକ ବଣ୍ଟନ କରାଯାଇଥିଲା ।
      ଓଡିଆ ଭାଷାର ଲିଖନ ଓ ପଠନରେ ବର୍ଣ୍ଣବୋଧର ସ୍ଥାନ ସ୍ବତନ୍ତ୍ର। ଏହା ଏକ କାଳଜୟୀ ପୁସ୍ତକ ଓ ପ୍ରତି ଓଡିଆଙ୍କ ପ୍ରିୟ । ୧୮୯୫ ମସିହାରେ ପ୍ରଥମ ପ୍ରକାଶିତ ଏହି ବହି ଓଡିଆ ଭାଷା ପ୍ରତିଷ୍ଠାନ ଦ୍ବାରା ଚଳିତବର୍ଷର ନୂତନ ସଂସ୍କରଣ ଓଡିଆ ଜାତିର ମନ ଓ ମାଟି ସହ ଜଡ଼ିତ ଥିବାରୁ ଶିଶୁ ଓ ଶିକ୍ଷକ ମାନଙ୍କ ଦ୍ବାରା ବୃଶ ଆଦୃତ ହେବ ବୋଲି ଅତିଥିବୃନ୍ଦ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like