-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

08-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୧୫ ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ  ଗ୍ରହଣ କରାଯାଇଥିଲା।ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଅଭିଯୋଗ ସମାଧାନ ଶିବିର  ପ୍ରତ୍ୟେକ ମାସ ପ୍ରଥମ ସୋମବାର ଦିନ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଉଥିଲା, ମାତ୍ର ଏଣୁ ଏଣିକି ଆସନ୍ତା ମାସ ଠାରୁ ସୋନପୁର ବ୍ଲକ ପାଇଁ ହେବାକୁ ଥିବା ଯୁଗ୍ମ ଅଭିଯୋଗ ପ୍ରକୋଷ୍ଠ ଶିବିର ସୋନପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଏଣୁ ସମସ୍ତ ଜନସାଧାରଣ ନିର୍ଧାରିତ ତାରିଖରେ  ଉପରୋକ୍ତ ସ୍ଥାନରେ ନିଜର ଆପତ୍ତି ଅଭିଯୋଗ ନିମନ୍ତେ ଯୋଗଦାନ କରିପାରିବେ। ପୁନଶ୍ଚ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁବିଧା ହେତୁ ସକାଳ ୭ ଘଟିକାରୁ ସକାଳ ୧୦ ଘଟିକା ପର୍ଯ୍ୟନ୍ତ ଅଭିଯୋଗକାରୀ ଜିଲ୍ଲାର ବିଭିନ୍ନ ବ୍ଲକ ସ୍ତରରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଜନଶୁଣାଣୀ ଶିବିରରେ ସାକ୍ଷତକାର କରିବେ। ତତ ସହ ଅଭିଯୋଗକାରୀ  ଅନୁଷ୍ଠିତ ପ୍ରତ୍ୟେକ ଜନଶୁଣାଣୀ ସୋମବାରର ପୂର୍ବ ଶୁକ୍ରବାର ଦିନ  ୧୧ ଘଟିକାରୁ ଶନିବାର ରାତି ୧୨ ଘଟିକା ପର୍ଯ୍ୟନ୍ତ ଅନଲାଇନ ଜରିଆରେ http://janasunani.odisha.gov.in ୱେବ ସାଇଟରେ ସ୍ଲଟ ଵୁକ୍ କରିବେ ଏବଂ ସ୍ୱୀକୃତି ସ୍ଲିପ ସହିତ ନିର୍ଦ୍ଧାରିତ ତାରିଖ ଏବଂ ସମୟ ଅନୁଯାୟୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରବେଶ କରିବା ନିମନ୍ତେ ଅନୁରୋଧ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like