-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||     

HOME   ଜିଲ୍ଲା

ସିଆରପିଏଫ ୨୧୬ ବାଟାଲିଅନ ତରଫରୁ ସୁନାବେଡା ଅଭୟାରଣ୍ୟ ରେ ସିଭିକ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ

08-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଅନ୍ତର୍ଗତ ଜାମଗାଓଁ ଠାରେ  ସିଆରପିଏଫ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟନ ତରଫରୁ ସିଭିକ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ। ଓଡ଼ିଶା ସେକ୍ଟର ଭୁବନେଶ୍ୱର ଆଇଜିପି ଅମରେନ୍ଦ୍ର ସିନହା ଆଇପିଏସ ଏବଂ ଓଡିଶା ରେଞ୍ଜ ଭୁବନେଶ୍ୱର ଡିଆଇଜିପି କେ ସଜାନୁଦିନ ଙ୍କ ନିର୍ଦ୍ଧେଶ କ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଆରପିଏଫ କମାଣ୍ଡେଣ୍ଟ ଏରିକ ଗିଲବର୍ଟ ଜୋସେ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିବା ବେଳେ ଡେପୁଟି କମାଣ୍ଡେଣ୍ଟ ଧନ୍ନାରାମ ଯାଦବ ସୁନାବେଡା ଗ୍ରାମପଞ୍ଚାୟତ ସରପଞ୍ଚ ରଜନୀ ଜଗତ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ। ମାଓ ପ୍ରବଣ ଅଞ୍ଚଳରେ ମହିଳାମାନେ କିପରି ସ୍ୱାବଲମ୍ବୀ ହୋଇ ରୋଜଗାର କ୍ଷମ ହୋଇପାରିବେ ଏହାକୁ ଲକ୍ଷରେ ରଖି ବାଟାଲିଅନ ତରଫରୁ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କୁ ମହୁମାଛି ପାଳନ ମହମବତୀ ତିଆରି କରିବା ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏଥିସହ ସାମୁହିକ ରୋଜଗାର ପାଇଁ ଜୟ ଜଗନ୍ନାଥ ସ୍ୱୟଂ ସହାୟକ ମହିଳା ଗୋଷ୍ଠିଙ୍କୁ ଧୂପକାଠି ତିଆରି ମେସିନ ପ୍ରଦାନ କରାଯାଇଥିଲା। ଏଥିପାଇଁ ସ୍ୱତନ୍ତ୍ର ତାଲିମର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି କମାଣ୍ଡେଣ୍ଟ ଶ୍ରୀ ଜୋଶେ ଉପସ୍ଥିତ ସମସ୍ତ ଜନସାଧାରଣ ଙ୍କ ସାମ୍ନାରେ ଉପସ୍ଥାପନା କରିଥିଲେ। ଏଥିସହ ଅଭୟାରଣ୍ୟ ଅନର୍ଗତ ଭାଓସିଲ ମଧ୍ୟ ଅନୁଷ୍ଠିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026

You Might Also Like