-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

ଭଏସ ଅଫ ମିଡ଼ିଆ ର ସଧାରଣ ବୈଠକ

08-Apr-2025



(ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ଭଏସ ଅଫ ମିଡ଼ିଆ ସଂଘ ପକ୍ଷରୁ ଗତକାଲି ଐତିହାସିକ ଛିନଛାନ୍ ଡୁଙ୍ଗୁରି ଯୋଗେଶ୍ୱର ବାବା ମନ୍ଦିର ଠାରେ ସଂଘର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ସଂଘ ର କିପରି ତାର ଭୂମିକା ରହିବ,  କର୍ମକର୍ତ୍ତା ମାନେ ମାନେ କିପରି ସେମାନଙ୍କର ଶୃଙ୍ଖଳିତ କର୍ତ୍ତବ୍ଯ ନିର୍ବାହ କରିବେ ସେ ଦିଗରେ ସବିଶେଷ ଆଲୋଚନା ହୋଇଥିଲା। ବରିଷ୍ଠ ସାମ୍ବାଦିକ ମୁରଲୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନିର୍ବାଚନ ଅଧ୍ୟକ୍ଷ ସ‌ହଦେବ ମେହେରଙ୍କ ଉପସ୍ଥିତିରେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥୁଲା I ନୂତନ ସଭାପତି ଭାବେ ସନ୍ତୋଷ କୁମାର ମିଶ୍ରଙ୍କୁ ଚୟନ କରାଯାଇଥିବା ବେଳେ ଉପ-ସଭାପତି ଭାବେ ଶଶୀକାନ୍ତ ସୁନା, ରଞ୍ଜନ ହୋତା ଓ ସମ୍ପାଦକ ଭାବେ ଭାସ୍କର ବାବୁ ଶ୍ରଦ୍ଧାକାର ଦାସ ଚୟନ ହୋଇଥିଲେ। ସେହିପରି ଯୁଗ୍ମ ସମ୍ପାଦକ ଭାବେ ସରୋଜ ପ୍ରକାଶ ପଧାନ ଓ କୋଷାଧକ୍ଷ ଭାବେ ନୀଳ କମଲ ମିଶ୍ର ଙ୍କୁ ଚୟନ କରାଯାଇଥିଲା। ଉପଦେଷ୍ଟା ମଣ୍ଡଳୀରେ ମୁରଲୀଧର ସାହୁ, ଶେଷଦେବ ବାରିକ, ଲେଖାରାଜ ସାଗର, ସତ୍ୟବ୍ରତ ପଧାନ, ଅଶ୍ଵିନୀ ନେପାକ, ନରହରି ମହାପାତ୍ର, ସତ୍ୟବାନ ପୁରୋହିତଙ୍କୁ ଚୟନ କରାଯାଇଥିବା ବିଷୟ ସଭାପତି ଶ୍ରୀ ମିଶ୍ର ସୂଚନା ଦେଇଥିଲେ। ଏହି ସାଧାରଣ ବୈଠକରେ ଜିଲ୍ଲା ର ସମସ୍ତ ବ୍ଲକରୁ ଗ୍ରାମାଞ୍ଚଳ ରୁ ସାମ୍ବାଦିକ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026

You Might Also Like