-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

କାନକୁଟୁରୁ ପଞ୍ଚାୟତର ବିଭିନ୍ନ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

08-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ କାନକୁଟରୁ ପଞ୍ଚାୟତ ର ବିଭିନ୍ନ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. କାନକୁଟରୁ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାସ ଙ୍କ  ସଭାପତିତ୍ବରେ  ବାର୍ଷିକ ଉତ୍ସବ ଅନୁଷିତ ହୋଇଥିବାବେଳେ  ପ୍ରଥମେ ଅତିଥି ମାନଙ୍କ ଦ୍ଵାରା ଗଣପତି ଗଜାନନ ଶ୍ରୀଗଣେଶ ଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରି ଶୁଭାରମ୍ଭ କରାଯାଇ ଅତିଥି ମାନଙ୍କୁ ମଞ୍ଚରେ ଉପବେଶନ କରାଯାଇଥିଲା।ପରେ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଛ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ କାନକୁଟୁରୁ ସରପଞ୍ଚ ବନମାଳୀ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିବାବେଳେ ବରିଷ୍ଟ ସାମ୍ବାଦିକ କୈଳାସ ସାହୁ ମୁଖ୍ୟବକ୍ତା ଯୋଗଦେଇଥିଲେ. ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶୁଡ଼ଳ ଦେବ ମୁଣ୍ଡ, ସଂଯୁକ୍ତା ବିଭାର ,ଗୁଣନିଧି ଭୋଇ, ମଧୁସୂଦନ ମାଝୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଥିବା ବେଳେବୈଶାଖୁ ନାଏକ ବାର୍ଷିକ ବିବରଣୀ ପଠନ କରିଥିଲେ. ପ୍ରଧାନ ଶିକ୍ଷକ ପ୍ରମୋଦ ଦାସ ଅତିଥି ପରିଚୟ ପ୍ରଧାନ କରିଥିବାବେଳେ ଶିବ ପ୍ରସାଦ ବେହେରା, ଦିଲେଶ୍ଵର ରାଓ,ଡି ପ୍ରେମ କୁମାର,ଗୁଣନିଧି ମାଝୀ,ରାଜେଶ ଧମୁଡିଆ, ନିବେଦିତା ସାହୁ ପ୍ରମୁଖ ସହଯୋଗ କରିଥିଲେ ଅଭିଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ. ସେହିପରି ପାଇକବୋରି ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଏକ ଙ୍କ ନେତୃତ୍ୱରେ ବାର୍ଷିକ ଉତ୍ସବ ମହାଆଡମ୍ବର ସହ ପାଳନ କରାଯାଇଥିଲା ସେହିପରି କାଳେଶ୍ଵର -୧, ଜାନବାହାଳୀ, କେନ୍ଦୁଗୁଡା, ସ୍କୁଲରେ ମଧ୍ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like