-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

କୁଟୁରାପାଲି ଚଣ୍ଡୀ ମନ୍ଦିର ପ୍ରତିଷ୍ଠା ମହୋତ୍ସବ, ଜଳନ୍ଧର ଦରବାର ଉଦଘାଟିତ

08-Apr-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ବାଦୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କୁଟୁରାପାଲି ରେ ଚଣ୍ଡୀ ମନ୍ଦିର ପ୍ରତିଷ୍ଠା ମହୋତ୍ସବ  ଅବସର ରେ ଆଜି ଜଳନ୍ଧର ଦରବାର ଉଦଘାଟିତ  ହୋଇଛି l ଏଥିରେ ଚଣ୍ଡୀ ମନ୍ଦିର ପ୍ରତିଷ୍ଠା କମିଟି ସଭାପତି  କିରଣ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ  ସମ୍ପାଦକ ବାଗଦଲ କପାଟ, ଋଷଭ ସାହୁ ସମ୍ମାନିତ ଅତିଥି ହୋଇଥିବା ବେଳେ କେଦାର ନାଥ ଥନାପତି ମଞ୍ଚ ପରିଚାଳନା କରିଥିଲେ । ଆଜି ପ୍ରଥମ ଦିନ ଦରବାର ରେ ଜଳନ୍ଧର ଜନ୍ମ ସହ ରଜ୍ୟା ଭିଷେକ ଅନୁଷ୍ଠିତ ହୋଇଛି । ଏହାସହ ଦର୍ଶକ ଙ୍କ ମନୋରଞ୍ଜନ ପାଇଁ ନର୍ତ୍ତକୀ ଙ୍କ ନୃତ୍ୟ ପରିବେଷଣ ହୋଇଛି। ଚଳିତ ଅପ୍ରେଲ ୩ ତାରିଖରୁ କଳସ ଯାତ୍ରା ସହିତ ଏହି ମହୋତ୍ସବ ଆରମ୍ଭ ହୋଇ ଦୀର୍ଘ ୭ ଦିନ ଧରି ହେଉ ଥିବା ଏହି ମହୋତ୍ସବ ରେ ଚଣ୍ଡୀ ମନ୍ଦିର ପ୍ରତିଷ୍ଠା ଯଜ୍ଞ, ତୁଳସୀ ରାମାୟଣ ପାରାୟଣ, ଚବିଶ ପ୍ରହର ନାମଯଜ୍ଞା ସମେତ ପ୍ରତ୍ୟହ ଅନ୍ନ ପ୍ରସାଦ ସେବନ ର ବ୍ୟବସ୍ଥା ହୋଇଛି । ମନୋରଞ୍ଜନ ପାଇଁ ମୀନାବଜାର, ଜଳନ୍ଧର ଦରବାର ସହିତ ପ୍ରତ୍ୟହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ । ପ୍ରତିଷ୍ଠା ଆଚାର୍ଯ୍ୟ ଉମାକାନ୍ତ ତ୍ରିପାଠୀ  ଓ ମୁଖ୍ୟ ଯଜ୍ଞ କର୍ତ୍ତା କିରଣ ସାହୁ ଓ ପ୍ରମୋଦିନୀ ସାହୁ ଦାୟିତ୍ଵ ନିର୍ବାହ କରୁଥିବା ବେଳେ, ପାରାୟଣ ଗାୟିକା ବିଦ୍ୟୁତ୍ ଛାୟା ନନ୍ଦ,  ପାରାୟଣ କର୍ତ୍ତା ଭାବେ କବିତା ସାହୁ ଓ ଶବ୍ୟଚନ୍ଦ୍ର ସାହୁ, ମୁଖ୍ୟ ବ୍ରହ୍ମା ସୀତାକାନ୍ତ ତ୍ରିପାଠୀ, ପୁସ୍ତକାଚାର୍ଯ୍ୟ ମହେଶ ପ୍ରସାଦ ନନ୍ଦ ପ୍ରମୁଖ ଦାୟିତ୍ଵ ନିର୍ବାହ କରୁଛନ୍ତି । ସେହିପରି ସମିତି ମେମ୍ବର ସୁକାନ୍ତି ସାହୁ,  ସମେତ ସଙ୍କୀର୍ତ୍ତନ ବାଗ, ଡୋଲାମଣି ପଶାୟତ, ଦୁର୍ବାଦଳ ସାହୁ, ଏକଦଶୀଆ ସାହୁ, ଘନଶ୍ୟାମ ଥନାପତି, ହେମକାନ୍ତ ସାହୁ, , ଦୁଖିଶ୍ୟାମ ଧରୁଆ, ଲୋକନାଥ ଥନାପତି, ମନ ସାହୁ, ସିଦ୍ଧେଶ୍ୱର ସାହୁ, ଦେବରାଜ ସାହୁ, ପ୍ରେମାନନ୍ଦ ଥନାପତି, ରଘୁନାଥ ଥନାପତି, , ଟଙ୍କଧର ସେଠ୍, ଦଇତାରୀ ସାହୁ, ହରିଶ୍ଚନ୍ଦ୍ର ସାହୁ, ଗୋକୁଳ ସାହୁ, ବୈକୁଣ୍ଠ ସାହୁ ସମେତ ଗ୍ରାମବାସୀ ସାମିଲ ହୋଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026

You Might Also Like