-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||     

HOME   ଜିଲ୍ଲା

ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନା ପାଇଁ ସଚେତନତା କାର୍ଯ୍ୟକ୍ରମ

08-Apr-2025




ବଲାଙ୍ଗିର, ୦୮l୦୪ (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ  ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗ ପରିସରରେ ଏନ୍‌ଡିଆର୍‌ଏଫ୍ ପକ୍ଷରୁ ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନା ପାଇଁ  ସଚେତନତା  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନାର ରାଜ୍ୟ ସାଧନ କର୍ମୀ ରାମ ନାରାୟଣ ଦାଶ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସାପ କାମୁଡ଼ିଲେ  ପ୍ରାଥମିକ ଚିକିତ୍ସା, ସିପିଆର୍ ,ଅଗ୍ନି ନିର୍ବାପନ କୌଶଳ, ପାଣିରେ ବୁଡିଯାଇଥିବା ଲୋକଙ୍କୁ  ଉଦ୍ଧାର କରିବା କୌଶଳ, ଷ୍ଟ୍ରେଚର୍ ତିଆରି କରିବା କୌଶଳ, ୧୧୨ ବ୍ୟବହାର, ଭୂମିକମ୍ପ, ଅଂଶୁଘାତ, ବନ୍ୟା, ବାତ୍ୟା, ଘରପୋଡ଼ି, ବିଜୁଳି ମାରିବା ସମୟରେ କିଭଳି ସ୍ଥିତିରେ ରହିବା ଇତ୍ୟାଦି ବିଷୟରେ ଡେମୋନଷ୍ଟ୍ରେସନ୍ ମାଧ୍ୟମରେ ସବ୍ ଇନ୍ସପେକ୍ଟର ଭିଭେକ କୁମାର ପାଣ୍ଡେ ଓ ଏନଡିଆରଏଫ୍ ଦଳର ସୁନୀଲ କୁମାର, ଚନ୍ଦ୍ରହାସ କୁମାର, ଚୁମ୍ବିଲାଲ୍ ପ୍ରଧାନ, ଲକ୍ଷ୍ମୀଧର ସ୍ବାଇଁ, ପଙ୍କଜ ଶର୍ମା ପ୍ରମୁଖ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସମ୍ମୁଖରେ ଦେଖାଇଥିଲେ। ଶିକ୍ଷକ ସୁଦର୍ଶନ ଦାଶ, କୃପାସିନ୍ଧୁ ମିଶ୍ର, ଲିଙ୍ଗରାଜ ନନ୍ଦ, ଦୀପକ ସେନ ଧରୁଆ, ସମୀର ସେଠି,  ମନରଞ୍ଜନ ପରିଡ଼ା, ଅବିନାଶ ଭୋଇ, ହିମାଂଶୁ ବିଶ୍ଵାଳ, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ, କାନ୍ତୀ ଭୋଇ ପ୍ରମୁଖ  କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଶିକ୍ଷକ ଦେବେଶ କୁମାର ହୋତା କାର୍ଯ୍ୟକ୍ରମରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026

You Might Also Like