-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତ ଦାନ ଅଭିଯାନ ର ଶୁଭାରମ୍ଭ*- *ରକ୍ତ ଦାନ କଲେ ଏଡିଏମ ଓ ବିଭିନ୍ନ ପଦାଧିକାରୀ*

08-Apr-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ ) ଓଡ଼ିଆ ପକ୍ଷ ପାଳନ ଅବସରରେ ରାଜ୍ୟ ସରକାରଙ୍କ ରେଡକ୍ରସ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତ ଦାନ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରଯାଇଛି l ଏହି କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞଳିନା ପଧାନ ଯୋଗ ଦେଇ ଶୁଭ ଉଦଘାଟନ କରିଥିବା ବେଳେ ଏଡିଏମ୍ ଶ୍ରୀମତୀ ପଧାନ ନିଜେ ରକ୍ତଦାନ କରି ମେଡିକାଲ କର୍ମଚାରୀ, ରକ୍ତଦାତା, ସ୍ବେଛାସେବୀ ଓ ଯୁବପୀଢ଼ିଙ୍କୁ ପ୍ରେରଣା ଯୋଗାଇ ଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଭାରେ ସମ୍ମାନିତ ଅତିଥି ଭାବରେ ଡେପୁଟି କଲେକ୍ଟର ତଥା ଜିଲ୍ଲା ରେଡକ୍ରସ ଶାଖା ସମ୍ପାଦକ ପ୍ରତୀକ କର,ଏଡିପିଏଚଓ (ଭିବିଡି)  ଡ଼ା.ଗୋପାଳ ଚନ୍ଦ୍ର ମଲ୍ଲିକ, ବ୍ଲଡ ବ୍ୟାଙ୍କ୍ ଅଫିସର ଡା.ମାନସ ଦାଶ ପ୍ରମୁଖ  ଯୋଗ ଦେଇ ଉପସ୍ଥିତ କଲେଜ୍ ଛାତ୍ର ଛାତ୍ରୀ, ରକ୍ତଦାତାଙ୍କୁ ଅଭିନନ୍ଦନ ଜଣାଇ ଅଧିକ ମାତ୍ରାରେ ନୂଆ ରକ୍ତଦାତା ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ lଜିଲ୍ଲା ପ୍ରଶାସନ ଅଧିକାରୀ ଡି ଏସ୍ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଏବଂ ଡି ପି ଏମ ବିଶ୍ୱମ୍ବର ବେହେରା ପ୍ରମୁଖ ରକ୍ତଦାନ କରିଥିଲେ l  ହସ୍ପିଟାଲ ମ୍ୟାନେଜର ବି.କେ. ସାଗରିକାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଟିତ ଆଜିର ସମସ୍ତ କାର୍ଯ୍ଯକ୍ରମ ପରିଚାଳନାରେ ରକ୍ତଦାତା ସଂଘ ସଭାପତି ମନୋଜ୍ ପଣ୍ଡା, ରେଡକ୍ରସ ସଂଯୋଜକ ଅଧ୍ୟାପକ ଉମାକାନ୍ତ ନାଗ, ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସହଯୋଗ କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ,ସ୍ୱଚ୍ଛ ଭାରତ ସଂଗଠନ ସ୍ବେଛାସେବୀ,ବିଜୁ ପଟ୍ଟନାୟକ ନର୍ସିଂ ସ୍କୁଲ୍, ରକ୍ତଦାତା ସଂଘ କର୍ମକର୍ତ୍ତା, ସୋନପୁର କଲେଜ୍ ଏନ୍ ସି ସି କ୍ୟାଡେଟ ଯୋଗଦେଇ ଉତ୍ସାହ ବଢାଇଥିଲେ l ସାମ୍ୱାଦିକ ମନୋରଞ୍ଜନ ତ୍ରୀପାଠୀ ସଭା ସଂଯୋଜନା କରିଥିବା ବେଳେ ଡି ପି ଏମ ଶ୍ରୀ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ l

ରକ୍ତଦାତା ତଥା ଏଡିଏମ୍ ଶ୍ରୀମତୀ ଅଞଳୀନା ପଧାନ, ଡି ପି ଏମ୍, ଡି ଏସ ଏସ ଓ, ରକ୍ତଦାତା ତ୍ରିଲୋଚନ ପାଣିଗ୍ରାହୀ ଓ ଅଞଳୀ ପାଣିଗ୍ରାହି (ଦମ୍ପତ୍ତି) ,  ଉମାକାନ୍ତ ଖମାରୀ, ଜଗନ୍ନାଥ ନନ୍ଦଙ୍କ ସମେତ ସମସ୍ତ ରକ୍ତଦାତାଙ୍କୁ ଅତିଥିଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l ବ୍ଲଡ ବ୍ୟାଙ୍କ୍ କର୍ମଚାରୀ ଜଗତ ଦରୱାନ, ଟିଟୁ ଭୋଇ, ସତ୍ୟ ତାଣ୍ଡି ଓ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ ରକ୍ତ ସଂଗ୍ରହ ଓ ରେଜିଷ୍ଟ୍ରେସନ୍ କାର୍ଯ୍ଯରେ ସହଯୋଗ କରିଥିଲେ l ଆଜିର ଏହି ରକ୍ତଦାନ ଅଭିଯାନରେ ସମୁଦାୟ 50 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା lଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ କାର୍ଯ୍ୟକ୍ରମରେ ସମସ୍ତ ପ୍ରକାର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like