-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ଦ୍ଵିତୀୟ ମ୍ୟାଚ

08-Apr-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ଦ୍ଵିତୀୟ ଦିବସ ଖେଳ ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ  ମୁଖ୍ୟ ଅତିଥି  ଭାବରେ ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସୁଚନା ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ସାମ୍ୱାଦିକ ବିବେକା ନନ୍ଦ ମିଶ୍ର ଯୋଗ ଦେଇ ଉଦ୍ଘାଟନ କରିଥିଲେ l ଓ ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ ଆଜି ବି ଏସ ଏ ଉଲୁଣ୍ଡା ଓ ରାମଜୀ କ୍ଲବ୍ ନିମ୍ନା ମଧ୍ୟରେ ପ୍ରଥମ ମ୍ୟଚ ଓ ରମଧୁନ ଏ ଓ ରାମ ଧୂନ୍ ବି  ମଧ୍ୟରେ ଦ୍ଵିତୀୟ ମ୍ୟାଚ ଅନୁଷ୍ଠିତ ହୋଇଛି l ତୃତୀୟ ମ୍ୟାଚ୍ ରାମ ଧୂନ୍ ସି ଓ ରାମ ଧୂନ୍ ଡି ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ପ୍ରଥମ ମ୍ୟାଚ୍ ରେ ୧-୦ ଗୋଲ ରେ ନିମ୍ନl ଦଳ ବିଜୟୀ ହୋଇ ଥିବା ବେଳେ ଦ୍ଵିତୀୟ ମ୍ୟାଚ ରେ ରାମଧୁନ ବି ଦଳ ୨-୦ ଗୋଲ୍ ଓ ତୃତୀୟ ମ୍ୟାଚ୍ ରେ ରାମ ଧୂନ୍ ସି ଦଳ ୧-୦ ଗୋଲ୍ ରେ ବିଜୟୀ ହୋଇଛି l ପ୍ରଥମ ମ୍ୟାଚ କୁ ସଞ୍ଜୀବ ସାହୁ ମୂଖ୍ୟ ରେଫରି ଭାବେ  ସହଯୋଗି  ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ ଓ 
ଓ  ଶ୍ରବଣ ବିଶ୍ଵାଳ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରି ଚାଳନା କରିଥିବା ବେଳେ ଦ୍ଵିତୀୟ ଓ ତୃତୀୟ ମ୍ୟାଚ କୁ ଅନିଲ ଭୋଇ ମୁଖ୍ୟ ରେଫରୀ ଭାବେ ରାଜେଶ ଥନlପତି , ଅନିତା ମହାକୁଡ ସହଜୋଗି ଓ ସଞ୍ଜୀବ ସାହୁ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରି ଚାଳନା କରିଥିଲେ l ଦିଗାମ୍ୱର ଶତପଥି  ଅତିଥି ପରିଚୟ କରି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like