-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

କୁସୁମ ଡିହି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

08-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ )ମଙ୍ଗଳବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ଭୁକ୍ତା କ୍ଳଷ୍ଟର ର ସରକାରୀ ପ୍ରାଥମିକ ବିଦ୍ୟାଳୟ କୁସୁମ ଡିହି ରେ ବିଦ୍ୟାଳୟ ପରିଚାଳନା କମିଟି ଚେୟାରମେନ ଶ୍ରୀଯୁକ୍ତ ବାଞ୍ଛାନିଧି ଭୁଏ ଙ୍କ ସଭାପତିତ୍ବରେ ତଥା ପ୍ରଧାନ ଶିକ୍ଷକ ରଞ୍ଜନ ଭୁଏ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ଦ୍ବାରୀ ଗ୍ରାମପଞ୍ଚାୟତର ସରପଞ୍ଚ  ଶ୍ରୀଯୁକ୍ତ ଜ୍ଞାନ ରଞ୍ଜନ ଭୁଏ, ସମ୍ମାନୀତ ଅତିଥି ଭାବେ ସି ଆର ସି ସି କେଦାର ନାଏକ, ଗୈାରାଙ୍ଗ ସେଠ୍, ଦୁଃଖ ନାଶନ ପଧାନ, ସ୍ବାଧୀନ କୁମାର ସାହୁ,ଭୈରବ ନାଥ ପଟେଲ ଯୋଗଦାନ କରିଥିଲେ । ସର୍ବ ପ୍ରଥମେ ଅଗ୍ରପୂଜ୍ୟ ଗଣେଶ ଓ ବୀଣାପାଣି ଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ପ୍ରୀତି ସାହୁ,ବେବି ଭୁଏ, ଜିଜ୍ଞାସା ପରୁଆ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ରୀନା ଭୁଏ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ମାନୀତ କରାଯାଇଥିଲା । ଶିକ୍ଷକ  ବଳରାମ ଦରଦ ମେଘ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ଉତ୍ସବରେ କୁସୁମ ଡିହି ଗ୍ରାମର ସମସ୍ତ ଆବାଳବୃଦ୍ଧବନିତା ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ପ୍ରଦୀପ ରଣବୀର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026

You Might Also Like