-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ଜିଲ୍ଲା

ଧନକଉଡ଼ା ବ୍ଳକ ରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଓ କର୍ମଶାଳା

08-Apr-2025



ଧନକଉଡା:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ହିନ୍ଦି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେଵାଶ୍ରୀ ଭୋଇ ଙ୍କ ସଭାପତିତ୍ବରେ ଧନକଉଡ଼ା ବ୍ଳକ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଓ କର୍ମଶାଳା ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁସ୍ମିତା ପାଟ୍ଟଯୋଶୀ, ରମେଶ କୁମାର ମିଶ୍ର, ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ ଦାସ, ଚିପିଲିମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଲମ୍ବୋଦର କୁମ୍ଭାର       ଯୋଗଦାନ କରିଥିଲେ। ସମ୍ବଲପୁର ଜିଲ୍ଲା ଶିକ୍ଷା ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଶ୍ରୀ ଆଜାଦ୍ ଶେଖର ପ୍ରଧାନ ସାର  ପ୍ରଦର୍ଶନୀ ର  ନିରିଖ୍ୟକ ଦାୟିତ୍ଵ ନିର୍ବାହ କରିଥିଲେ। ଶିକ୍ଷଣ ସାମଗ୍ରୀ ର ଶ୍ରେଣୀ କୋଠରୀ ରେ ବ୍ୟବହାର ର ମହତ୍ତ୍ଵ ତଥା ଉପଯୋଗୀ ତା କୁ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଅବଗତ କରାଯାଇଥିଲା । ପରିଶେଷରେ ଭଲ ପ୍ରଦର୍ଶନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସିଆରସିସି ଙ୍କୁ ପୁରସ୍କୃତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like

  ଜିଲ୍ଲା  

ଜଗହଃଜ୍ଜ