-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ତୀର୍ଥଯାତ୍ରାରେ ବାହାରିଲେ ୭୭୫ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ

09-Apr-2025



ରାୟଗଡା(ସୁପ୍ରିୟାଷଡଙ୍ଗୀ): ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମ ରେ ଦକ୍ଷିଣାପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ଜଣ ଏସକର୍ଟ କର୍ମକର୍ତାମାନେ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ଅଯୋଧ୍ୟା ବନାରସ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି । ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାୟଗଡ ବିଧାୟକ, ଆପଲସ୍ୱାମୀ କଦ୍ରlକl, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝି,ରେଳ ବିଭାଗ ରାୟଗଡ ରେଳ ମଣ୍ଡଳ ପରିଚାଳକ ଶ୍ରୀ ଅମିତାଭ ସିଂଘଳ,ମୁଖ୍ୟ ଉନ୍ନୟନ ଅଧିକାରୀ ପର୍ଯ୍ୟଟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ବlଳମୁକୁନ୍ଦ ଭୂୟାଁ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ,ରାୟଗଡ ପୌର ଅଧ୍ୟକ୍ଷ ଶ୍ରୀ ମହେଶ ପଟ୍ଟନାୟକ,ରାମନାଗୁଡ଼ା ସମିତି ଅଧ୍ୟକ୍ଷା ଶ୍ରୀ ରବିଶଙ୍କର ଗମାଙ୍ଗ,ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀମାନେ ଯାଉଥିବା ସ୍ୱତନ୍ତ୍ର ଟ୍ରେନରେ ଫିତା କାଟିବା ସହ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ମାନଙ୍କ ଯାତ୍ରାକୁ ପତାକା ଦେଖାଇ ଶୁଭରମ୍ବ କରିଥିଲେ l
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଅତିରକ୍ତ ନିର୍ଦ୍ଦେଶକ ବିଶ୍ୱଜିତ୍ ରାଉତରାଏ, ବରିଷ୍ଠ ସହାୟକ ବୁଦ୍ଧ ଦେବ ବୁଦୁଲା ସମେତ ରେଳବାଇ ଆଇଆରସିଟିସି କର୍ତୁପକ୍ଷ ଏବଂ ରାୟଗଡା ଜିଲ୍ଳାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ରହିଥିଲେ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ତୀର୍ଥଯାତ୍ରା କରିବାକୁ ମଧ୍ୟ ମନ ବଳାଇଥାନ୍ତି ତେବେ ଅର୍ଥାଭାବରୁ ତଥା ପାରିବାରିକ ଆର୍ଥିକସ୍ଥିତି ଉଜ୍ୱଳ ନ ଥିବାରୁ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତି ନାହିଁ । 
ସେହିପରି ଆର୍ଥିକ ଅନଗ୍ରସର ଓ ଦାରିଦ୍ର ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କର ଆଧ୍ୟାତ୍ମିକ  ଆକାଂକ୍ଷା ପୂରଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପୁନ୍ନ କାର୍ଯ୍ୟକ୍ଷମ କରି ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପ୍ରଦାନ କରିବା ସୁଯୋଗ ଦେଇଛନ୍ତି ।  ଏଥର ୭୭୫ଜଣ ଓ ଏସକୋଟ ଅଫିସର ମିଶି ସର୍ବମୋଟ ୮୦୦ଜଣ ତୀର୍ଥଯାତ୍ରୀ  ଯାତ୍ରାର ସୁଯୋଗ ପାଉଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧାସୁଯୋଗ ରାଜ୍ୟ ସରକାର ବହନ କରିଥାନ୍ତି lତୀର୍ଥଯାତ୍ରୀମାନଙ୍କ ରହିବା,ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଗସ୍ତ ଜଗୁଆଳୀ,ପଥ ପ୍ରଦର୍ଶକ,ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ଚଳିତ ୨୦୨୪-୨୫ଆର୍ଥିକ ବର୍ଷରେ ୧୦ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବା ବେଳେ ଏଥି ମଧ୍ୟରେ ରାୟଗଡା ଠାରୁ ଅଯୋଧ୍ୟା - ବନାରସ ତୀର୍ଥସ୍ଥାନ ଭ୍ରମଣର ସ୍ଥିର କରାଯାଇଥିଲା ବୋଲି ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଭୂୟାଁ ପ୍ରକାଶ କରିଛନ୍ତି । ଏଥିରେ ରାୟଗଡା ଜିଲ୍ଳାର ୧୧୮,ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୮ଜଣୟ, ନବରଙ୍ଗପୁରର ୧୪୮ଜଣ, ମାଲକାନଗିରି ୭୫, ନୂଆପଡା ଜିଲ୍ଳାର ୭୪ଲେଖାଁଏ  ଏବଂ କଳାହାଣ୍ଡିର ୧୯୨ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା ଭ୍ରମଣରେ ଗସ୍ତ କରିଛନ୍ତି । ଗତକାଲି ଉକ୍ତ ଛଅଟି  ଜିଲ୍ଳାର ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣୀ ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସଂଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଆଜି ରାୟଗଡା ରେଳବାଇ ଷ୍ଟେସନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରାଯାଇଥିବା ବେଳେ ଷ୍ଟେସନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା ।
ଏହି ତୀର୍ଥଯାତ୍ରା ଭ୍ରମଣ ନିମନ୍ତେ ରାୟଗଡା ଠାରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଳପାଳ ନବୀନ ଚନ୍ଦ୍ର ନାୟକ , ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭାରପ୍ରାପ୍ତ ଜିଲ୍ଳା ପର୍ଯ୍ୟଟନ ଅଧିକାରୀ ନାରାୟଣ ମିଶ୍ର ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like