-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
09-Apr-2025
ଗଞ୍ଜାମ ଜିଲ୍ଲା ଗଞ୍ଜାମ ଥାନା ଅର୍ନ୍ତଗତ ପାଲିବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଭଳି ଘଟଣା ବିଷ କ୍ରିୟା ଜନିତ ମୃତ୍ୟୁ ଓ ନିଜେ ମାଁ ମାମି ରେଡ଼ି ରାଜେଶ୍ ଓ ମିନା ଦୁଇ ପିଲାକୁ ବିଷ ଦେଲା ପରେ ନିଜେ ବିଷ ପାନ କରି ଆତ୍ମହତ୍ୟା କରିଥିବା ଗାଁ ଲୋକଙ୍କଠାରୁ ଶୁଣିବାକୁ ମିଳୁଛି। ଖବର ପାଇ ଗଞ୍ଜାମ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।
(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)