-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ର ବଧିର ବିଭାଗ ରେ ଅଷ୍ଟମ ଶ୍ରେଣୀ ର ଶୁଭାରମ୍ଭ ସହିତ ଦେବହୁତୀ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବ ପାଳିତ

09-Apr-2025




    ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ପରିଚାଳନା କମିଟି ସଭାପତି ଡା:ଦିଲ୍ଲୀପ କୁମାର ପଣ୍ଡା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ  ଉତ୍ସବରେ ମାନ୍ୟବର ବରଗଡ଼ ବିଧାୟକ  ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଅନ୍ତର୍ଗତ ବଧିର ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ର ଶୁଭ ଉଦଘାଟନ କରିବା ସହିତ ୨୦୨୪-୨୫  ବର୍ଷ ନିମନ୍ତେ ତିନି ବିଦ୍ୟାଳୟ ର  ଜଣେ ଲେଖାଏଁ ପ୍ରତିଭା ସମ୍ପନ୍ନ ଛାତ୍ର ଛାତ୍ରୀ ଙ୍କୁ ଦେବହୁତୀ ସ୍ମୃତି ସମ୍ମାନ  ପ୍ରଦାନ କରିଛନ୍ତି। ଅନିତା ବରିହା, ଅବିନାଶ ଭୁଏ ଓ ଆକାଶ ମେହେର ଙ୍କୁ  ଏହି ସମ୍ମାନ ପ୍ରଦାନ କରାଯାଇଛି। ପ୍ରତ୍ୟେକ ଙ୍କୁ ମାନପତ୍ର, ଟ୍ରଫି ସହ ଦୁଇହଜାର ନଗଦ ରାଶି ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କାର ପାଇଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌର ଚନ୍ଦ୍ର ଭୋଇ ଙ୍କ ପକ୍ଷରୁ ୨୦୨୧ ମସିହା ଠାରୁ ତାଙ୍କ ଧର୍ମପତ୍ନୀ ସ୍ବର୍ଗତା ଦେବହୁତୀ ଭୋଇ ଙ୍କ ସ୍ମୃତି ରକ୍ଷା ନିମନ୍ତେ ଏହି ସ୍ମୃତି ସମ୍ମାନ ପ୍ରଦାନ କରାଯାଉଅଛି। କାର୍ଯ୍ୟକାରୀ ସଭାପତି ସୌଭାଗ୍ୟ ରଞ୍ଜନ ନାୟକ. ସମ୍ପାଦକ ଇଂ ଅରୁଣ କୁମାର ହୋତା, ଶିକ୍ଷବିତ ଗୌରଚନ୍ଦ୍ର ଭୋଇ, ପ୍ରଧାନ ଶିକ୍ଷକ ମେଘନାଦ ସାହୁ, କିଶୋର ଚନ୍ଦ୍ର ସାହୁ ଓ ଅଭୟ କୁମାର ପଧାନ ମଂଚାସୀନ ଥିଲେ। ଗୌର ଚନ୍ଦ୍ର ଭୋଇ ଙ୍କ ପୁତ୍ର ମାଧବ  ସପତ୍ନୀକ ଉପସ୍ଥିତ ଥିଲେ.।  ବରିଷ୍ଠ କମିଟି ସଦସ୍ୟ ସମାରୁ ପଧାନ, ଅଶୋକ ପ୍ରଧାନ, ମନୋରଞ୍ଜନ ସାହୁ, ପୂର୍ବତନ ସମ୍ପାଦକ ତଥା ସଦସ୍ୟ ରବିନାରାୟଣ ସାହୁ, ମନୋରଞ୍ଜନ ସାହୁ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।  ମୁଖ୍ୟ ଅତିଥି ଏହି ବିଦ୍ୟାଳୟ କୁ ଏକ ଅଗ୍ରଣୀ ଆଦର୍ଶ ଅନୁଷ୍ଠାନ ରେ ପରିଣତ କରିବା ସହଆଗାମୀ ଦିନରେ ହାଇସ୍କୁଲ ଖୋଲିବା ପାଇଁ ନିଜେ ପଦକ୍ଷେପ ନେବେ ବୋଲି ସୂଚନା ଦେବା ସହ ସମସ୍ତଙ୍କର  ସହଗୋଗ କାମନା କରିଥିଲେ। ବିଦ୍ୟାଳୟ ର ଭିତ୍ତିଭୂମି ର ବିକାଶ ସହ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ପ୍ରଦାନ କରିବାକୁ ଦୃଢ଼ ପ୍ରତିଶୃତି ଦେଇଥିଲେ।  ସଂଗୀତ ଶିକ୍ଷକ ଅମରେଶ ଚନ୍ଦ୍ର ବାରିକ ଓ କାମଦେବ ବେହେରା ଙ୍କ ସହଯୋଗରେ ଛାତ୍ରୀ ମାନେ ସ୍ୱାଗତ ସଂଗୀତ ଗାନ କରଥିଲେ। ସମ୍ପାଦକ ଅରୁଣ କୁମାର ହୋତା ଅତିଥି ପରିଚୟ, କିଶୋର ଚନ୍ଦ୍ର ସାହୁ ଉଦ୍ଦେଶ୍ୟ ଜ୍ଞପନ  କରିଥିବା ବେଳେ ଅଭୟ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅଭିଵାବକ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରବାସ  କର୍ମଚାରୀ ଓ ପରିଚାଳନା କମିଟି ର ଏକ ମିଳିତ ବୈଠକ ଉତ୍ସବ ପୂର୍ବରୁ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବରଗଡ଼ ଶ୍ରୀଯୁକ୍ତ ତlହିର ହୁସେନ  ଯୋଗଦେଇ ନିଜର ସୁ ଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ। ଏହି ବୈଠକରେ ବହୁ ଗୁରୁତ୍ୱପୁର୍ଣ୍ଣ ବିଷୟଗୁଡିକ ଉପରେ ବିଷଦଭାବେ ଆଲୋଚନା କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like