-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ,ପ୍ରଧାନ ଶିକ୍ଷକ, ପିତାମାତା ଓ ଅଭିଭାବକ ମାନଙ୍କର ଅଭିମୁଖି କରଣ କାର୍ଯ୍ୟକ୍ରମ

09-Apr-2025



(ମିହିର ଶଙ୍କର ପାତ୍ର,)
ପାପଡ଼ାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସମରେନ୍ଦ୍ର ଭୌମିକ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମଗ୍ର ଶିକ୍ଷା ଗୋଷ୍ଠୀ ସାଧନ ସଂଯୋଜକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ପୂଜାରୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ବିଭିନ୍ନ ସରକାରୀ ନିୟମ ତଥା ସେମାନଙ୍କ ପାଇଁ ଉଦ୍ଧିଷ୍ଟ ସରକାରୀ ସୁବିଧା ସୁଯୋଗ ଓ ସେମାନଙ୍କ ପାଇଁ ପରୀକ୍ଷା କିପରି ପରିଚାଳନା କରାଯିବ, ସେହି ବିଷୟ ରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ପାପଡ଼ାହାଣ୍ଡି ବ୍ଲକ ର ସମସ୍ତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ, ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ସି.ଆର.ସି.ସି. ବାବୁଲାଲ ସାଗର ବାଣୀଶ୍ରୀ ଯୋଜନାରେ ଦିବ୍ୟାଙ୍ଗ ପିଲାମାନଙ୍କୁ ସୁବିଧା ଯୋଗାଇବା ଓ ବିଦ୍ୟାଳୟ ଆସୁନଥିବା ପିଲାଙ୍କ ଘରକୁ ରାସନ ସାମଗ୍ରୀ ଯୋଗାଇବାକୁ ମତ ପ୍ରଦାନ କରିଥିଲେ । ଗୋଷ୍ଠୀ ଦିବ୍ୟାଙ୍ଗ ସାଧନ କର୍ମୀ ସୁରଜ କୁମାର ପାତ୍ର ଓ ବାନୁଆଗୁଡ଼ା ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ମୃତ୍ୟୁଞ୍ଜୟ ମିଶ୍ର ପରିଚାଳନା କରିଥିବା ବେଳେ, IEV ପୀତବାସ ଭତ୍ରା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like