-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ଅବସରରେ ଅଭିଯାନ "ଆସ ବହିଟିଏ କିଣିବା" ନିୟମିତ ବହି ପଠନ ଭାଷା ସାହିତ୍ୟ ଓ ସଂସ୍କୃତିକୁ ପରିପୃଷ୍ଟ କରିଥାଏ।

09-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସଂସ୍କୃତି ପରମ୍ପରା ର ମହାନ ପର୍ବ ଓଡିଆ ପକ୍ଷ ପାଳନ ଅବସରରେ ଆଜି ଅପ୍ରେଲ ୯ ତାରିଖ ବୁଧବାର ଦିନ ଓଡ଼ିଆ ସାହିତ୍ୟ ପୁସ୍ତକ ତଥା ଲେଖକ ଲେଖିକାଙ୍କୁ ଉତ୍ସାହିତ ସହ ପ୍ରୋତ୍ସାହିତ କରିବା ପାଇଁ *ଆସ ବହି ଟିଏ କିଣିବା ଅଭିଯାନ* ପାଳନ କରଯାଇଛି l ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମିଳିତ ଆନୁକୁଲ୍ୟରେ ସୋନପୁର ସୁପ୍ରିୟା ଟ୍ରେଡିଂ ହାଉସ ଓ ଲକି ବୁକ୍ ଏମ୍ପୋରିୟମ୍ ଠାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବହି କିଣିବାର ଶୁଭାରମ୍ଭ କରିଥିଲେ। ପ୍ରତ୍ୟେକ ନିଜ ନିଜର ସାଧ୍ୟ ମୁତାବକ ବହି କିଣି ଓଡ଼ିଆ ସାହିତ୍ୟ ପୁସ୍ତକ ପଠନର ଅଭ୍ୟାସ ଜାରି ରଖି ଓଡ଼ିଆ ସାହିତ୍ୟ ସଂସ୍କୃତିକୁ ପାରିପୃଷ୍ଟ କରିବା ପାଇଁ ଉପସ୍ଥିତ ଶିକ୍ଷକ ଓ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ କରିଥିଲେ l ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ଯୋଗ ଦେଇ  ଓଡ଼ିଆ ବହି କିଣିବା ସହ ପୁସ୍ତକ ପଠନ ଅଭ୍ୟାସକୁ ଜାରି ରଖିବାକୁ ସ୍କୁଲ୍ କଲେଜ୍ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l

ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା ମହା ବିଦ୍ୟାଳୟ , ସୋନପୁର କଲେଜ, ପଦ୍ମିନୀ ଦେବୀ କଲେଜ୍ ଓ କୋଶଳ ଆବାସିକ ବିଦ୍ୟାଳୟ ଓ ପାଖ ଆଖ ଗ୍ରମାଞ୍ଚଳର ବିଭିନ୍ନ ସ୍କୁଲ୍ କଲେଜର ଛାତ୍ର ଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ନିଜ ରୁଚି ତଥା ସାଧ୍ୟମତେ  ସମସ୍ତେ ଗୋଟେ ଗୋଟେ ଓଡ଼ିଆ ପୁସ୍ତକ କିଣି ନିଜର ଆଗ୍ରହ ବଢାଇବା ସହ ପୁସ୍ତକାଳୟ ଗୁଡିକରେ ଉପସ୍ଥିତ ଅନ୍ୟମାନଙ୍କୁ ଉତ୍ସାହିତ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମ ସଂଯୋଜନାରେ ଅଧ୍ୟାପକ ମଦନ ସୁନ୍ଦର ଖେତି, ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠୀ, ଲକି ବୁକ୍ ଏମ୍ପୋରିୟମ୍ ପ୍ରୋପାଇଟର ବିଶ୍ଵନାଥ ମିଶ୍ର, ସଂସ୍କୃତି ବିଭାଗର କର୍ମଚାରୀ କାହୁଁ ଚରଣ ମେହର ଓ ଦିବସ ଦେହୁରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026

You Might Also Like