-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ଘର ତାଲା ଭାଙ୍ଗି ଅଧଭରି ସୁନା ଓ ୨୫ହଜାର ଟଙ୍କା ଚୋରୀ

09-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳରେ ଚୋରୀ,ଡକାୟତି,ଲୁଟ,ରାହାଜାନୀ ବଢିବାରେ ଲାଗିଛି।ହେଲେ ଚୋର କି ଲୁଟେରା ଧରା ପଡୁ ନାହାନ୍ତି ।ସତରେ କଣ ସେମାନେ ପୋଲିସ କୁ ଏକ ପ୍ରକାର ଚ୍ୟାଲେଞ୍ଜ  କରି ବେଖାତିର ଭାବେ ଚୋରୀ କରିବା ନେଇ ଉଦ୍ୟମ ଜାରି ରଖିଥିବା ସାଧାରଣରେ ଆଲୋଚନା ପର୍ଯ୍ୟାଲୋଚନା ହେଉଛି ।ସୂଚନା ଯୋଗ୍ୟ ଯେ କିଛିଦିନ ତଳେ ଥାନା ସମ୍ଭୁଖ ସବ୍ ପୋଷ୍ଟ ଅଫିସର ତାଲା ଭାଙ୍ଗି ଚୋରୀ ଉଦ୍ୟମ ହୋଇଥିଲା ପୁଣି ତାର କିଛିଦିନ ପରେ ଠିକାଦାର ସୂର୍ଯ୍ୟ ନାରାୟଣ ସାହୁ ଙ୍କ ଘରୁ ଚୋରୀ ହୋଇଥିଲା ଠିକ ସେହିପରି ରାସ୍ତା ରେ ଲୁଟେରା ମାନେ ସକ୍ରିୟ ହୋଇ ମୋବାଇଲ,ଟଙ୍କା ଲୋକଙ୍କ ଠାରୁ ଲୁଟି ନେଇ ଫେରାର ହେଉଛନ୍ତି କିନ୍ତୁ ଚୋର ଧରା ପଡୁ ନାହାନ୍ତି ।ଅନ୍ୟ ପକ୍ଷରେ ଗତକାଲି ରାତିରେ ମଧ୍ୟ ବିନିକା ସହର ସିଦ୍ଧି ବିନାୟକ ନଗର ଅମର ମହାନ୍ତିଙ୍କ ଘରେ କେହି ନଥିବା ସୁଯୋଗ ନେଇ କେତେକ ଦୁର୍ବୃତ୍ତ ଘରର ତାଲା ଭାଙ୍ଗି 
ଘରେ କଳାକନା ବୁଲାଇ ଆଲମାରୀ ଲକର କୁ ତାଡ଼ିଦେଇ ସେ ଭିତରେ ଥିବା ଅଧ ଭରି ସୁନା ଓ ନଗଦ ୨୫ହଜାର ଟଙ୍କା ଚୋରୀ କରି ନେଇଥିବା ଜଣାପଡିଛି ।ଏନେଇ ପ୍ରଭାସ ରଂଜନ ମହାନ୍ତିଙ୍କ ଲିଖିତ ଅଭିଯୋଗ କ୍ରମେ ବିନିକା ପୋଲିସ ଥାନା କେଶ ନଂ ୬୭/୨୦୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।ଆଜି ସକାଳେ ବଲାଙ୍ଗିର ସାଇଣ୍ଟିକଫିକ ଟିମ ଆସି ତଦନ୍ତ କରି ଫେରିଛନ୍ତି ।ସେହିପରି ଅପରାହ୍ନରେ ସୋନପୁର ଠାରୁ ଅନୁସନ୍ଧାନ କୁକୁର ଆସି ଘଟଣା ସ୍ଥଳ ବୁଲୁଥିଲେ ମଧ୍ୟ ଚୋର ମାନଙ୍କର କୌଣସି ପତ୍ତା ମିଳୁ ନଥିବା ଜଣାପଡ଼ିଛି ।ତେବେ ଦିନକୁ ଦିନ ବିନିକା ସହରରେ ଚୋରୀ ଡକାୟତି ବଢ଼ିବାରେ ଲାଗିଥିବାରୁ ସହର ବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like