-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ତୃତୀୟ ମ୍ୟାଚ

09-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ତୃତୀୟ ଦିବସ ଖେଳ ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ   ଅତିଥି  ଭାବରେ ଭେଟରାନ ଫୁଟବଲର ପୁରୁଷତ୍ତମ ପାଣିଗ୍ରାହି, ବାବୁଲା ବେବର୍ତ୍ତା, ରିଆଜ ମହମ୍ମଦ ଯୋଗ  ଦେଇ ଉଦ୍ଘାଟନ କରିଥିଲେ l ଓ ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ ଆଜି କଙ୍କlଳି ଏଫ୍ ସି ଜନ୍ମୁରl ଓ ବି ଏମ୍ ପୁର  ମଧ୍ୟରେ ପ୍ରଥମ ମ୍ୟlଚ ଓ ଚର୍ଦେଇ କ୍ଲବ୍  ରାମ ଧୂନ୍ କ୍ଳବ୍ ବି ମଧ୍ୟରେ ଦ୍ଵିତୀୟ ମ୍ୟାଚ ଅନୁଷ୍ଠିତ ହୋଇଛି l ତୃତୀୟ ମ୍ୟାଚ୍ ରାମ ଧୂନ୍ ଡି ଓ ନାରାୟଣ ପୁର ଏଫ୍ ସି  ମଧ୍ୟରେ ଅନୁଷ୍ଟିତ ହୋଇଥିଲା l l ସମସ୍ତ ମ୍ୟାଚ ରେ ଉଭୟ ଟିମ୍ ର ୦-୦ ଗୋଲ ରେ ଆଜିର ମ୍ୟାଚ୍ ସବୁ ଅମିମାଂସିତ ରହିଛି l  ସମସ୍ତ ମ୍ୟାଚ କୁ ରେଫରୀ ସଞ୍ଜୀବ ସାହୁ    ସହଯୋଗି  ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ ଓ ଅନିଲ ଭୋଇ ,  ଅନିତା ମହାକୁଡ, ଅଜିତ , ସାନୁଜ କୁମାର ଖେଳ ପରି ଚାଳନା କରିଥିଲେ l  ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ, ଚନ୍ଦନ , ଅନିଲ, ଚାହଦ, ଚୈତନ୍ୟ , ରବି, କିରଣ , ସଦା, ରଞ୍ଜୁ, ପୁରେନ୍ ଓ କଲିମ୍ ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like