-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ତରଫରୁ ଦିନିକିଆ ମହିଳା ନେତୃତ୍ୱ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ।

09-Apr-2025



କଳାହାଣ୍ଡି,କୋକସରା ( ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଅଙ୍ଗନବାଡି କେନ୍ଦ୍ରଠାରେ ମହିଳାମାନଙ୍କୁ ନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ  ଓକ୍ସଫାମର ସମାଜ ସେବୀ ଜଗଜୀବନ କୁମାର, ଉମେନ୍ ଫେଡେରେସନର ଜିଲ୍ଲା ପରିଚାଳିକା କଲ୍ୟାଣୀ ଦାସ ନାଗରିକ ବିକାଶ ସଂଗଠନର ଜିଲ୍ଲା ସଂଯୋଜକ ଅନିଲ କୁମାର ଦାସ, ନାଗରିକ ବିକାଶ ସଂଗଠନର ଜିଲ୍ଲା ସଂପାଦିକା କୁନ୍ତି ନାଏକଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମହାତ୍ମା ଜ୍ୟୋତିରାଓ ଫୁଲେ କହିଥିଲେ, "ଯଦି ଆପଣ ଜଣେ ପୁରୁଷଙ୍କୁ ଶିକ୍ଷିତ କରନ୍ତି, ତେବେ ଆପଣ ଜଣେ ବ୍ୟକ୍ତିଙ୍କୁ ଶିକ୍ଷିତ କରନ୍ତି, କିନ୍ତୁ ଯଦି ଆପଣ ଜଣେ ମହିଳାଙ୍କୁ ଶିକ୍ଷିତ କରନ୍ତି, ତେବେ ଆପଣ ଏକ ସମ୍ପୂର୍ଣ୍ଣ ପରିବାରକୁ ଶିକ୍ଷିତ କରନ୍ତି।" ଏହି ବାଣୀକୁ ଆଧାର କରି ନାଗରିକ ବିକାଶ ସଂଗଠନ ଦୀର୍ଘ 9 ବର୍ଷରୁ ଉର୍ଦ୍ଧ୍ୱ ହେବ ମହିଳାମାନଙ୍କୁ ସଚେତନ କରିବା, ସଂଗଠନ କରିବା, ସଶକ୍ତିକରଣ କରିବା, ଶିକ୍ଷିତ କରିବା ଉଦ୍ଦେଶ୍ୟରେ ଗ୍ରାମଗୁଡିକରେ ମହିଳାମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ମାନ କରିଆସୁଅଛି। ପ୍ରଥମ ପର୍ଯ୍ୟାୟରେ ଆଜି  କୋକସରା ବ୍ଲକର 5 ଗୋଟି ପଞ୍ଚାୟତ ର ନେତୃତ୍ୱ ନେଉଥିବା ମହିଳାମାନେ ଉପସ୍ଥିତ ରହି ମହିଳାମାନଙ୍କ ସାମ୍ବିଧାନିକ ଅଧିକାର, ଘରୋଇ ହିଂସା, ଲିଙ୍ଗ ଭିତ୍ତିକ ହିଂସା, ଯୌତୁକଜନିତ ନିର୍ଯ୍ୟାତନା, ବାଲ୍ୟ ବିବାହ ଉପରେ ସଚେତନତା, ଏହି ସମସ୍ତ ବିଷୟ ଉପରେ ସରକାରଙ୍କ ପକ୍ଷରୁ କେଉଁ ପ୍ରକାରର ସୁବିଧା ସୁଯୋଗ ରହିଛି ତା ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରାଯାଇଥିଲା।

ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସମାଜ ସେବୀ ଜଗଜୀବନ କୁମାର ମହିଳା ମାନଙ୍କ ସାମ୍ବିଧାନିକ ଅଧିକାର, ଏବଂ ମହିଳା ମାନଙ୍କ ଉପରେ ହେଉଥିବା ଅତ୍ୟାଚାର, ନିର୍ଯାତନା ଉପରେ ବିସ୍ତୃତ ଭାବରେ ବୁଝାଇଥିଲେ । ଆତ୍ମଶକ୍ତିଟ୍ରଷ୍ଟ ମହିଳା ସଂଗଠନର ଜିଲ୍ଲା ପ୍ରଯୋଜକ କଲ୍ୟାଣୀ ଦାସ ୱାନ୍ ଷ୍ଟପ୍ ସେଣ୍ଟର, ସୁଧାର ଗୃହ, ଉମେନ୍ ସପୋର୍ଟ ସେଣ୍ଟରରେ କେଉଁ ପ୍ରକାରର ସୁବିଧା ରହିଛି, କିପରି ଜଣେ ନିର୍ଯ୍ୟାତିତ ମହିଳା ଯୋଗାଯୋଗ କରି ସୁବିଧା ପାଇପାରିବ ସେ ବିଷୟରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ। ନାଗରିକ ବିକାଶ ସଂଗଠନର ଜିଲ୍ଲା ସଂଯୋଜକ ଅନିଲ କୁମାର ଦାସ,  କୋକସରା ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ଥିବା ମହିଳାମାନେ ଯେପରି ଏହି ପ୍ରକାର କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ସମସ୍ୟା ଗୁଡିକ ଚିହ୍ନଟ କରି ପାରିବେ ଏବଂ ସରକାରଙ୍କ ସୁବିଧା ଗୁଡିକ ପାଇପାରିବେ ସେହି ବିଷୟରେ ଉତ୍ସାହିତ କରିଥିଲେ। ଶେଷରେ ସମାଜ ସେବୀ ଜଗଜୀବନ କୁମାର ଉପସ୍ଥିତ ସମସ୍ତ ମହିଳାମାନଙ୍କୁ ପକେଟ ସାମ୍ବିଧାନିକ ପୁସ୍ତକ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କୋକସରା ବ୍ଲକ ସ୍ଥାନୀୟ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜନସାଥୀ ତ୍ରିନାଥ ବେଶ୍ରା, ମୁକ୍ତା ଠାକୁର, ଉର୍ମି ଲିଡର ପ୍ରେମଶିଳା ପାଣିଗ୍ରାହୀ, ବୀଣାପାଣି ସୁନାନୀ, ନାଗରିକ ବିକାଶ ସଂଗଠନର ଜିଲ୍ଲା ସଂପାଦିକା କୁନ୍ତି ନାଏକ ସମେତ ବିଭିନ୍ନ ପଞ୍ଚାୟତ ରୁ ଆସି ଥିବା ମହିଳାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାହାଯ୍ଯ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like