-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||     

HOME   ଜିଲ୍ଲା

ଲୋକଳା ଉତ୍ସବ ଅନୁଷ୍ଠିତ

09-Apr-2025



ବଲାଙ୍ଗୀର, ଆଜି ସଂଧ୍ୟାରେ ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ଗାଇଁନ୍ତଳା ଗ୍ରାମ ବୀଣାପାଣୀ ଶିକ୍ଷାସୌଧ ପରିସରରେ ଛାତ୍ରଛାତ୍ରୀ ତଥା ଅଂଚଳର ଲୋକଙ୍କ ମଧ୍ୟରେ ସ୍ଥାନୀୟ ଲୋକନୃତ୍ୟର ବିକାଶ ତଥା ପ୍ରଚାର ପ୍ରସାର ପାଇଁ କୋଶଳ ଫୋକ୍ ଏକାଡେମୀ ଆନୁକୂଲ୍ୟରେ ତଥା ରାଜ୍ୟ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସହାୟତାରେ ଲୋକକଳା ଉତ୍ସବ-୨ଠ୨୫ ଉଦ୍‌ଘାଟିତ ହୋଇଯାଇଛି। ଦୁଇଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବର ପ୍ରଥମ ଦିବସରେ କଳାକାର ମାନଙ୍କ ଦ୍ୱାରା ଆଦିବାସୀ ଓ ଲୋକନୃତ୍ୟ ପରିବେଷଣ ହୋଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ କୋଶଳ ଫୋକ୍ ଏକାଡେମୀର ସଂପାଦକ ନବଘନ ଦାସ ସଭାପତିତ୍ୱ କରିଥିଲେ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀରର ବରିଷ୍ଠ କଳାକାର ତଥା ବିଦ୍ୟାଳୟର ପରିଚାଳନା ନିର୍ଦ୍ଦେଶକ ଅଶୋକ କୁମାର ମେହେର ଯୋଗ ଦେଇ ଆଂଚଳିକ ନୃତ୍ୟର ବିକାଶ ଦିଗରେ କଳାକାର ଓ କଳାପ୍ରେମୀ ମାନେ କାର୍ଯ୍ୟ କରିବା ଉଚିତ ବୋଲି ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷକ ମିତ୍ରଭାନୁ ସାହୁ, ମାନସ ପ୍ରଧାନ, ସଙ୍ଗୀତା ମିର୍ଦ୍ଧା ଓ ବିଦ୍ୟାଳୟର ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026

You Might Also Like