-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସରକାରୀ ଶିକ୍ଷାନୁଷ୍ଠାନରେ ଘୋର ସମସ୍ୟା, ନିର୍ଯ୍ୟାତନା ର ଶିକାର ହେଉଛନ୍ତି ଛତ୍ରୀଛାତ୍ର, ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

09-Apr-2025



ଶିକ୍ଷା ମନ୍ତ୍ରୀ ଦୃଷ୍ଟି ଦେବା ପାଇଁ ଜନସାଧାରଣରେ ଦାବି

କେସିଙ୍ଗା(ପ୍ରେରଣା ଖବର): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲ ଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛତ୍ରୀଛାତ୍ର ନିର୍ଯ୍ୟାତନା ର ଶିକାର ହେଉଛନ୍ତି।ଶିକ୍ଷା କ୍ଷେତ୍ରରେ  ସମସ୍ୟା ଦେଖା ଯାଉଚି। ଆସନ୍ତା କାଲି ଗୁରୁବାର ଗଣ  ଶିକ୍ଷା ମନ୍ତ୍ରୀ  ନିତ୍ୟାନନ୍ଦ ଗଣ୍ଡ କେସିଙ୍ଗା ପରିଦର୍ଶନ ଆସିବାବାର କାର୍ଯ୍ୟକ୍ରମ ରହିଛି।ବିଜେପି କର୍ମୀ ଙ୍କ ମଧ୍ୟରେ ଉସ୍ଛାହ ସହ ତପ୍ତର ଦେଖା  ଦେଉଛି। ଏଥିପାଇଁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ରାଜ୍ୟ ସରକାର ଶିକ୍ଷା ଦାନ ପାଇଁ ନୂତନ ପ୍ରଣାଳୀରେ ଶିକ୍ଷାଦାନ ଦେବା ପାଇଁ ଯୋଜନା କରିବାକୁ ନିଷ୍ପତ୍ତି ନିଆଯାଇଛି। ସମଗ୍ର କେସିଙ୍ଗା ବ୍ଳକରେ ପ୍ରଥମ ରୁ ପଞ୍ଚମ ଯାଏ ୮୯ ସ୍କୁଲ ରେ ପ୍ରାଯ ୭ହଜାର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ।ସେହିପରି ପ୍ରଥମ ରୁ ଅଷ୍ଟମ ଯାଏ ୩୬ଟି ସ୍କୁଲରେ ୧୩ ହାଜର ୩୦୦ଛତ୍ରୀଛାତ୍ର ପାଠ ପଢୁଛନ୍ତି।  ୩୨ଟି ହାଇ ସ୍କୁଲ ରେ ପ୍ରାୟ ୪ହାଜର ପିଲା ପାଠ ପଢୁଛନ୍ତି।। ଏହି ସବୁ ସ୍କୁଲରେ ଶିକ୍ଷା ଦାନ ଦେବାପାଇଁ  ୪୬୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନିଯୁକ୍ତି ଦିଆଯାଇଛି। କିନ୍ତୁ ରାଜ୍ୟ ସରକାର   ଗ୍ରୀଷ୍ମପ୍ରବାହ  ପ୍ରବାହକୁ  ରୁ ଛାତ୍ରୀ ଛାତ୍ର ମାନେ କିପରି ରକ୍ଷା ପାଇବେ ତାହାକୁ ଦୃଷ୍ଟି ରଖି  ସକାଳୁଆ ସ୍କୁଲ  ଖୋଲିବା ପାଇଁ  ନିମ୍ନ ମତେ ସମୟ  ସାରଣୀ ନିର୍ଧାରିତ କରିଛନ୍ତି । ସକାଳ ୬.୩୦ମିଟି ରେ ସ୍କୁଲ ଖୋଲିବ ଓ ୧୦.୩୦ମି ରେ ସ୍କୁଲ ବନ୍ଧରହିବା ପାଇଁ  ଘୋଷଣା କରିଛନ୍ତି।କିନ୍ତୁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ସକାଳ ୮ ଟା ସମୟ ରେ ସ୍କୁଲ ଯାଉଥିବାର ଦେଖିବାକୁ ମିଳୁଛି।
କେତେକ ସ୍କୁଲରେ ପ୍ରଧାନ ଶିକ୍ଷକ ଛାତ୍ରୀ ଛାତ୍ରଙ୍କୁ  ରୋଷେୟା କାମରେ ନିୟୋଜିତ କରୁଛନ୍ତି ତ କେତେକ ସ୍କୁଲ ରେ ଦଶମ ଶ୍ରେଣୀ ର ପିଲାଙ୍କୁ ସ୍କୁଲ ର ବିଭିନ୍ନ କାମ ରେ ନିୟୋଜିତ କାରାଉଛନ୍ତି।ବହୁ ସ୍କୁଲରେ ପ୍ରଧାନ ଶିକ୍ଷକ,ଶିକ୍ଷୟିତ୍ରୀ ସକାଳ ୮ଟା ରେ ମଧ୍ୟ ସ୍କୁଲ ଯାଉଛନ୍ତି।ଯାହାଫଳରେ  ଶିକ୍ଷା ଦାନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଯାଉଛି।ଛାତ୍ରୀ ଛାତ୍ରଙ୍କୁ ମେନୁ ଅନୁସାରେ ମଧ୍ୟାହ୍ନ ଭୋଜନ ଦିଆ ଯାଉ ନାହିଁ।ନିମ୍ନ ମାନର  ମଧ୍ୟାହ୍ନ ଭୋଜନ ଦିଆ ଯାଉଛି।ବହୁ ସ୍କୁଲରେ ଶୌଚାଳୟ ସଫା କରା ଯାଉ ନ ଥିବାରୁ ଦୁର୍ଗନ୍ଧ  ହେଉଛି।ପାନୀୟଜଳ ର ସମସ୍ୟା ରହୁଛି।ରୋଷେୟା ସାମଗ୍ରୀର ଅଭାବ ମଧ୍ୟ ରହୁଛି।ଏହି ସବୁ ସମସ୍ୟାକୁ ତଦନ୍ତ କରିବା ପାଇଁ   ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ସି.ଆର. ସି.ଙ୍କୁ  ନିଯୁକ୍ତି ଦିଆଯାଇଛି ।କିନ୍ତୁ କେତେକ ସି ଆର ସି,ନିଜ ଘୋରେଇ କାମରେ ରହି ସ୍କୁଲ ପରିଦର୍ଶନ କରୁ ନାହାନ୍ତି।କେତେକ ସି ଆର ସି ନିର୍ଧାରିତ ସମୟରେ ସ୍କୁଲ ପରିଦର୍ଶନ କରୁ ନାହାନ୍ତି।ଯାହାଫଳରେ ଏହି ସମସ୍ୟା ଦେଖା ଯାଉଛି।

ଆଶ୍ରମରେ ଗୁଡ଼ିକରେ  ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ମେନୁ ହିସାବରେ ଖାଦ୍ୟ ଦିଆ ଯାଉ ନାହିଁ। ଏଥିପାଇଁ ରାଜ୍ୟ ସରକାର ଙ୍କ ଗଣ ଶିକ୍ଷା ମନ୍ତ୍ରୀ କେସିଙ୍ଗା  କୁ ପରିଦର୍ଶନ ଆସୁଥିବାରୁ ଏହି ସମସ୍ୟା  ପ୍ରତି ଦୃଷ୍ଟି ଦେବା ପାଇଁ ଜନସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା ଙ୍କୁ ପଚାରିବାରୁ ଯେଉଁ ସ୍କୁଲରେ ଅବ୍ୟସ୍ଥା ରହିଛି,କିମ୍ବା ଯେଉଁ ସିଆରସି ଠିକ ଟାଇମ ରେ ସ୍କୁଲ ପରିଦର୍ଶନ ନ କରିବ ,ଯେଉଁ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ କାମରେ ନିୟୋଜିତ  କାରାଉଛନ୍ତି, ସେହି ସ୍କୁଲର ପ୍ରଧାନଶିକ୍ଷକଙ୍କ ନାମରେ କଡା କାର୍ଯ୍ୟାନୁଷ୍ଠାନ ନିଆ ଯିବ ବୋଲି ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like