-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରେଡିଏନ୍ସ ଶିକ୍ଷାନୁଷ୍ଠାନର ଦଶମ ପ୍ରତିଷ୍ଠା ଦିବସ ସହ ବାର୍ଷିକୋତ୍ସବ ୟୁଫୋରିଆ-୨୦୨୫ ଅନୁଷ୍ଠିତ

10-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ବିଜେପୁର ସ୍ଥିତ ପ୍ରକୃତି ବିହାର ରେ ଗଢ଼ି ଉଠି ଥିବା ଏକମାତ୍ର ସୁନାମ ଧନ୍ୟ ଶିକ୍ଷାନୁଷ୍ଠାନ ରେଡ଼ିଏନ୍ସ୍ ଇନଷ୍ଟିଚ୍ୟୁଟର ଦଶମ ପ୍ରତିଷ୍ଠା ଦିବସ ଓ ବାର୍ଷିକୋତ୍ସବ "ୟୁଫୋରିଆ-୨୦୨୫" ସଭାପତି ତଥା ଚେୟାରମେନ ଶ୍ରୀଯୁକ୍ତ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର ସ୍ଵାଗତ ଅଭିଭାଷଣ ସହିତ ଅନୁଷ୍ଠାନର ସୃଷ୍ଟି ଠାରୁ ଆଜି ପର୍ଯ୍ୟନ୍ତ ସମସ୍ତ କୃତିତ୍ୱ ଉପରେ କହି ସ୍ୱର୍ଗତଃ ଠାକୁର ଚରଣ ମେହେରଙ୍କ ଦେଇଥିବା ଗୁରୁ ମନ୍ତ୍ରକୁ ଦୋହରାଇ ଭାବ ବିହ୍ୱଳ ହୋଇପଡ଼ିଥିବା ବେଳେ, ଚେୟାରମେନ ଶ୍ରୀ ମେହେର ନିଜ ସମସ୍ତ କର୍ମକର୍ତ୍ତା ଉଚିତ କର୍ମ, ନିଷ୍ଠା ଓ ଏକତା ଦ୍ଵାରା ସମସ୍ତ କାର୍ଯ୍ୟ ସମ୍ପାଦନା କରୁଥିବାରୁ ସଫଳତା ହାସଲ ହେଉଛି ବୋଲି ମତ ବ୍ୟକ୍ତ କରିଥିଲେ। ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାଙ୍କ ବକ୍ତବ୍ୟରେ ଛାତ୍ର ଜୀବନରେ ସଂଘର୍ଷ ଦ୍ଵାରା ହିଁ ଲକ୍ଷ୍ୟସ୍ଥଳକୁ ପହଞ୍ଚି ପାରିବେ ଓ ଅନୁଷ୍ଠାନର ସ୍ୱତନ୍ତ୍ରତା ରହିଛି ଆଗକୁ ଆହୁରି ଲୋକାଭିମୁଖୀ ହେବ ଏବଂ ସ୍ବର୍ଗତ ଠାକୁର ଚରଣ ମେହେର କେବଳ ଏହି ଅନୁଷ୍ଠାନ ନୁହେଁ ବିଜେପୁର ମହାବିଦ୍ୟାଳୟର ମାର୍ଗଦର୍ଶକ ତଥା କର୍ଣ୍ଣଧାର ଥିଲେ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ବରଗଡ ରୋଟାରୀ କ୍ଲବର ସଭାପତି ଶ୍ରୀଯୁକ୍ତ ପ୍ରମୋଦ ଅଗ୍ରୱାଲ ରେଡ଼ିଏନ୍ସ୍ ର ପ୍ରକୃତି ଏବଂ  ଛାତ୍ର ଜୀବନ ଲକ୍ଷ କିପରି ସାଧନ ହେବ ତାର ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ମୁଖ୍ୟବକ୍ତା ବିଜେପୁର ମହାବିଦ୍ୟାଳୟର ଅବସର ପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ବେବନ୍ତ କୁମାର ମେହେର ଛାତ୍ରଛାତ୍ରୀ ମାନଙ୍କ ଶୃଙ୍ଖଳାକୁ ପ୍ରଶଂସା କରି ଜଣେ ସୁଯୋଗ୍ୟ ପୁତ୍ର କିପରି ବାପାଙ୍କ ସ୍ବପ୍ନ କୁ ସାକାର ତଥା ତାଙ୍କ ସମସ୍ତ କାର୍ଯ୍ୟକୁ କିପରି କାନ୍ଧେଇ ନେଇଛନ୍ତି ସେ ଉପରେ ଆଲୋଚନା କରି ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କର ପୂର୍ବ ପରୀକ୍ଷା ଫଳାଫଳ ଉପରେ ବକ୍ତବ୍ୟ ରଖି ଅଧ୍ୟକ୍ଷ ଓ ଚେୟାରମେନଙ୍କ ନେତୃତ୍ବକୁ ପ୍ରଶଂସା କରିଥିଲେ। ଅନୁଷ୍ଠାନର ଏକାଡେମୀ ଡାଇରେକ୍ଟର ଗୋବିନ୍ଦ ମେହେର ସଫଳତା ମୂଳମନ୍ତ୍ର ଓ ରଣନୀତି ଉପରେ ବ୍ୟାଖ୍ୟା କରିଥିଲେ । ଅନୁଷ୍ଠାନର ଏଡମିନିଟେଷ୍ଟିବ ଡାଇରେକ୍ଟର ନେତ୍ରାମଣୀ ମେହେର,ରେଡ଼ିଏନ୍ସ୍ ପରିଚାଳନା କମିଟିର ସମସ୍ତ ସଦସ୍ୟ,  ଅଧ୍ୟାପକ ଆଲୋକ ପୋଢ଼, ଲୟକାନ୍ତ କୁମ୍ଭାର,ଅଧ୍ୟାପିକା ରିତା ପଧାନ,ନୀଲମ ସାହୁ , ହେଲିସା ବେହେରା,ଜ୍ୟୋତି ପଧାନ, ଦୀପାଞ୍ଜଳି ମେହେର,ଶିକ୍ଷକ ଜୟନ୍ତ ସାହୁ,ଧର୍ମରାଜ ସାହା,ଲାଲବାବୁ ବରିହା,ମୃଣାଳ ମେହେର,ଶିକ୍ଷୟତ୍ରୀ ମମତା ମେହେର, ଉମା ଗଡତିଆ, ଭାରତୀ ଗଡତିଆ,ସ୍ୱାଗତିକା ପଣ୍ଡା, ମମତା ବାରିକ,କରୁଣା ପଣ୍ଡା, ବର୍ଷା ଆଗମନୀ ସାହୁ, ମିନତି,ସନ୍ତୋଷ ବାରିକ,ରୋହିତ ଭୋଇ,ବରୁଣ ମେହେର,ଉପେନ୍ଦ୍ର ବେହେରା,କିଶୋର ମାହାନା ଓ ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀ, ଅଭିଭାବକ ମଣ୍ଡଳୀ , ସାମ୍ବାଦିକ ବନ୍ଧୁ ଓ ବିଜେପୁର ଅଞ୍ଚଳର ଅନେକ ବୁଦ୍ଧିଜୀବି ସଭାରେ ଉପସ୍ଥିତ ଥିଲେ।ସ୍କୁଲ ର ଅଧ୍ୟକ୍ଷା ଶ୍ରୀମତୀ ମୋହିନୀ ମେହେର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ କଲେଜ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ବାରିକ ମଞ୍ଚ ପରିଚାଳନା କରିଥିଲେ। ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା-୨୦୨୪ ରେ ରେଡ଼ିଏନ୍ସ୍ ରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀ ପିଙ୍କି ଗଡ଼ତିଆଙ୍କୁ ସ୍ୱର୍ଗତଃ ଠାକୁର ଚରଣ ମେହେର ସ୍ମୃତି ସମ୍ମାନରେ ସମ୍ମାନୀତ କରାଯାଇଥିଲା। ରେଡ଼ିଏନ୍ସ୍ ପରିଚାଳନା କମିଟି ଦ୍ବାରା ଶ୍ରେଷ୍ଠ କର୍ତ୍ତବ୍ୟନିଷ୍ଠ ଭାବେ ରେଡ଼ିଏନ୍ସ୍ ଅନୁଷ୍ଠାନ ତରଫରୁ ଆଶିଷ କୁମ୍ଭାର ଓ ଖେଳ ଶିକ୍ଷକ ସୁବ୍ରତ ବାରିକଙ୍କୁ ରେଡ଼ିଏନ୍ସ ପ୍ରଜ୍ଞା ସମ୍ମାନରେ ସମ୍ମାନୀତ କରଯାଇଥିଲା ।ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଅତି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଯାହା ସମାଜକୁ ଏକ ନୂତନ ବାର୍ତ୍ତା ଦେଉଥିଲା ଓ  ଶେଷରେ ଓଡ଼ିଆ ଅଧ୍ୟାପକ ପ୍ରଫୁଲ୍ଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ନେତ୍ରମଣୀ ମେହେର,ମମତା ମେହେର ,ନୀଲମ ସାହୁ ,ରିତା ପଧାନ ଏବଂ ଶିବ ଶଙ୍କର ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମଞ୍ଚର ପ୍ରଥମ ନୃତ୍ୟ ବିଗ୍ନହର୍ତା ବାସ୍ତବିକ ଦର୍ଶନଙ୍କ ମନକୁ ଛୁଇଁ ପାରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like