-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରାମଲୀଳାର ଚତୁର୍ଥ ସନ୍ଧ୍ୟା; ଶ୍ରୀରାମଙ୍କ ବନବାସ ଓ ଭରତ ମିଳନ ମଞ୍ଚସ୍ଥ

10-Apr-2025



କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର କଣ୍ଟାମାଳ ଗ୍ରାମରେ ଶ୍ରୀରାମକୃଷ୍ଣ ନାଟ୍ୟ ସଂସଦ ପକ୍ଷରୁ ଆୟୋଜିତ ରାମଲୀଳା ୨୮ ବର୍ଷ ରେ ପଦାର୍ପଣ କରିଛି l ଏହି ଅବସରରେ କଣ୍ଟାମାଳ ଗାଁ ରାମଲୀଳା ମଣ୍ଡପରେ ଗତ ୬ ତାରିଖରୁ ଆରମ୍ଭ ହୋଇଥିବା ନାଟକର ବୁଧବାର ଚତୁର୍ଥ ସଂନ୍ଧ୍ୟାରେ ନାଟକ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମଙ୍କ ବନବାସଗମନ ଏବଂ ଭ୍ରାତା ଭରତଙ୍କ ମିଳନ ମଞ୍ଚସ୍ଥ ହୋଇଥିଲା l ପୌରାଣିକ କଥାବସ୍ତୁ ଉପରେ ଆଧାରିତ ନାଟକକୁ ଦର୍ଶକ ମାନେ ଶ୍ରଦ୍ଧାର ସହ ମନଭରି ଉପଭୋଗ କରିଥିଲେ। ନାଟକରେ ବନମାଳି ସେଠୀ-ଶ୍ରୀରାମ,ସନ୍ତୋଷ ରଥ-ଲକ୍ଷ୍ମଣ,ହେମନ୍ତ ସାହୁ-ସୀତା, ପ୍ରତାପ ସାହୁ-ଦଶରଥ, ନେତ୍ରାନନ୍ଦ ବାଘ-ଭରତ, ସଂଗ୍ରାମ ବଗର୍ତ୍ତି-ଶତ୍ରୁଘ୍ନ ଭୂମିକାରେ ଅଭିନୟ କରିଥିବା ବେଳେ ଶ୍ରୀରାମକୃଷ୍ଣ ନାଟ୍ୟ ସଂସଦ  ସଭାପତି ଖଗେଶ୍ବର ସାହୁ ଓ ସମ୍ପାଦକ ହେମନ୍ତ ସାହୁ, ସହ ସଂପାଦକ-କୈଳାସ ଛତ୍ରିଆ ଏବଂ କୋଷାଧ୍ୟକ୍ଷ ବସନ୍ତ ସାହୁ ପ୍ରମୁଖ ରାମଲୀଳା ପରିଚାଳନା ଦାୟିତ୍ଵ ତୁଲାଉଛନ୍ତି। ଉତ୍ତର ସାହୁ, ପତ୍ନୀ ଯଶୋବନ୍ତି ସାହୁ କର୍ତ୍ତା ଓ ସନ୍ତୋଷ ରଥ ପୂଜା ଦାୟିତ୍ଵ ତୁଲାଇଛନ୍ତି। କମିଟିର ଅନ୍ୟ ସଦସ୍ୟମାନେ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026

You Might Also Like