-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବରୀ: ବିଶ୍ଵ ହୋମିଓପ୍ୟାଥିକ୍ ଦିବସ ପାଳିତ

10-Apr-2025



ବରୀ (ରଞ୍ଜିତ ମହାନ୍ତି): ବରୀ ଆରଙ୍ଗାବାଦ୍ ଠାରେ ବରୀ ଅଞ୍ଚଳର ଅଗ୍ରଣୀ ହୋମିଓ ପ୍ରତିଷ୍ଠାନ କମଳା ହୋମିଓ ସେବା ସଦନ ଏବଂ ଯୁଧିଷ୍ଠିର ତ୍ରିପାଠୀ ମେମୋରିଆଲ୍ ଚାରିଟେବୁଲ୍ ଟ୍ରଷ୍ଟ ର ମିଳିତ ଆନୁକୁଲ୍ୟରେ ଟ୍ରଷ୍ଟର ସଭା ଗୃହରେ ହୋମିଓପ୍ୟାଥିକ ଚିକିତ୍ସା ବିଜ୍ଞାନର ଜନକ ଡାକ୍ତର ସି. ଫେଡ୍ରିକ୍ ସାମୁଏଲ୍ ହ୍ୟାନିମାନଙ୍କ ୨୭୧ ତମ ଜୟନ୍ତୀ ଏବଂ ବିଶ୍ଵ ହୋମିଓପ୍ୟାଥିକ୍ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷାବିତ୍ କୁଞ୍ଜ ବିହାରୀ ଦାଶ ପ୍ରଦ୍ଵୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ। ପ୍ରଥମେ ହ୍ୟାନିମାନଙ୍କ  ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସର୍ବଧର୍ମ ପ୍ରାର୍ଥନା ମାଧ୍ୟମରେ ସମାରୋହ ଆରମ୍ଭ ହୋଇଥିଲା।ଏହି ସମାରୋହ କାର୍ଯ୍ୟକ୍ରମ ଜ୍ୟୋତିର୍ବିଦ ସ୍ତମ୍ଭକାର ଡକ୍ଟର ଅମୂଲ୍ୟ କୁମାର ପଣ୍ଡାଙ୍କ ସଭାପତିତ୍ବରେ ବିଶ୍ଵ ହୋମିଓପ୍ୟାଥିକ ଦିବସ ଅବସରରେ  ସଞ୍ଜମୀ ଖାଦ୍ୟ ଓ ଆଦର୍ଶ ଦିନଚର୍ଯା କେଉଁ ଭଳି ଭାବରେ ଶାରୀରିକ ଓ ମାନସିକ ସୁସ୍ଥତା ଆଣିପାରେ ସେ ବିଷୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ।
ପ୍ରଥମେ ଶିବିରର ଆବାହକ ଯୁବ ସମାଜସେବୀ ଡ଼ଃ ବିଶ୍ଵନାଥ ତ୍ରିପାଠୀ ଅତିଥି ପରିଚୟ , ସ୍ବାଗତ ଭାଷଣ ଓ  ଚିକିତ୍ସା କ୍ଷେତ୍ରରେ ବିଶ୍ଵ ସମୁଦାୟ ପାଇଁ ହ୍ୟାନିମାନଙ୍କ  ଅବଦାନ ବିଷୟରେ ବର୍ଣ୍ଣନା କରିଥିଲେ।
ସୁଶ୍ରୀ ସ୍ୱୟଂ ସମ୍ପୂର୍ଣ୍ଣା ତ୍ରିପାଠୀ ହ୍ୟାନିମାନ ଙ୍କ ଜୀବନୀ ପାଠ କରିଥିଲେ। ସମ୍ମାନୀୟ ଅତିଥି ଭାବେ ଅବସର ପ୍ରାପ୍ତ ସୈନିକ ସଂଘ  ର ସଭାପତି ଗୟାଧର ଦାସ, ସମାଜସେବୀ ଭୂପତୀ ମଲ୍ଲିକ, ଟ୍ରଷ୍ଟ ର ଅଧ୍ୟକ୍ଷା ଚଞ୍ଚଳା ତ୍ରିପାଠୀ,ରାଜାତୋଟା କମ୍ପ୍ୟୁଟର ଏକାଡ଼େମୀ ଅଧକ୍ଷ ସଞ୍ଜୟ କୁମାର ପାଢ଼ୀ ଯୋଗ ଦେଇ ନିଜ ନିଜର ମତବ୍ୟକ୍ତ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ହୋମିଓ ଭେଷଜ ସହାୟକ କାହ୍ନୁଚରଣ ନାୟକ,ପ୍ରତିଭା ତ୍ରିପାଠୀ, ପ୍ରଦୀପ ମହାରଣା,ଚିତ୍ତରଞ୍ଜନ ପାଢ଼ୀ, କ୍ଷୀରୋଦ ନାଥ ପ୍ରଭୃତି ଯୋଗଦେଇଥିଲେ। ଚାରିଟେବୁଲ ଟ୍ରଷ୍ଟ ର ସଦସ୍ୟ ହରପ୍ରସାଦ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like