-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ରକ୍ତଦାନ ଶିବିର,୧୮ୟୁନିଟ ସଂଗ୍ରହ

10-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସାରା ରାଜ୍ୟରେ ଏପ୍ରିଲ ୧ରୁ୧୪ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି ପରିପ୍ରେକ୍ଷୀରେ ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଗୁରୁବାର ଅନୁଷ୍ଠିତ ହୋଇଥିଲା ।କଲେଜର ଯୁବ ରେଡକ୍ରସ ବିଭାଗ,ରେଡ ରିବିନ କ୍ଲବ ଏବଂ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ଶିବିରକୁ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଯୁବ ରେଡକ୍ରସ ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ତଥା ଅର୍ଥନୀତି ଅଧ୍ୟାପକ ବିଶ୍ଵନାଥ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଶିବିରରେ ଛାତ୍ରଛାତ୍ରୀ ମିଶି ମୋଟ ୧୮ଜଣ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ସୁବର୍ଣ୍ଣପୁର ରକ୍ତ ଭଣ୍ଡାରରୁ ଡ଼ ମନୋଜ କୁମାର ପ୍ରଧାନ,ଜଗତ ଦରୱାନ, ସୁଦାମ ବିଶ୍ଵାଳ,ଯୁଧିଷ୍ଟିର ନାଏକ,ଟଙ୍କଧର କୁଁଅର ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ ।ଆବଶ୍ୟକ ସ୍ଥଳେ ଯଦି ଜଣେ ମୂମୂର୍ଷୁ ବ୍ୟକ୍ତି  ଜୀବନ ବଞ୍ଚାଇବା ପାଇଁ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛି ଓ ତାକୁ ରକ୍ତ ଦରକାର ପଡୁଛି ସେହି ସମୟରେ ଏହି ରକ୍ତ କିମ୍ବା ରକ୍ତର ନମୁନା ଅନୁଯାୟୀ ଚିହ୍ନଟ ବ୍ୟକ୍ତି ସିଧାସଳଖ ତାକୁ ରକ୍ତଦାନ କରି ପାରିଲେ ସେହି ପୁଣ୍ୟ ଭଗବାନଙ୍କ ବରଦାନ ସଦୃଶ ବୋଲି ଯୁବ ରେଡକ୍ରସ ସଂଯୋଜକ ବିଶ୍ଵନାଥ ମିଶ୍ର ସ୍ଵେଚ୍ଛାସେବୀ ମାନଙ୍କୁ ଆହ୍ଵାନ କରିଛନ୍ତି ।ଅନୁଷ୍ଠିତ ଏହି ଶିବିର ପରିଚାଳନାରେ କଲେଜ ରେଡକ୍ରସ ବିଭାଗ ଓ ଜାତୀୟ ସେବା ଯୋଜନାର ସ୍ଵେଚ୍ଛାସେବୀ ଉପସ୍ଥିତ ରହି ସହଯୋଗ କରି ସଫଳ କରିଥିବାରୁ ଏନ ଏସ ଏସ ପ୍ରୋଗ୍ରାମ ଅଧିକାରୀ ହରିଶ୍ଚନ୍ଦ୍ର ହୋତା ସମସ୍ତଙ୍କୁ ପ୍ରଶଂସା  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like