-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନିର୍ଝରିଣୀ ଆନୁକୂଲ୍ୟରେ ବୈଶାଖୀ ଆସର ଅନୁଷ୍ଠିତ

10-Apr-2025



କଣ୍ଟାବାଞ୍ଜି(କୈଳାଶ ସଗରିଆ): କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ସ୍ଥାନୀୟ ଗାୟତ୍ରୀ ଶକ୍ତି ପୀଠ ପରିସରରେ ବୈଶାଖୀ ଆସର ଅନୁଷ୍ଠିତ ହୋଇଥିଲା।ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷାଧୀଶ ଈଶ୍ୱର ଚନ୍ଦ୍ର ଖମାରୀ, ସମ୍ମାନିତ ଅତିଥି ଭାବରେ ଓକିଲ ସଂଘ ସଭାପତି ପ୍ରଫୁଲ୍ଲ କୁମାର ନାୟକ, ସମ୍ପାଦକ ମନୋଜ କୁମାର ଦାସ ଯୋଗ ଦେଇଥିଲେ।ସର୍ବ ପ୍ରଥମେ ଶ୍ରୀ ସାହୁଙ୍କ ଜନ୍ମ ଦିନ ହୋଇଥିବାରୁ ଏକସ୍ତରୀଗୋଟି ଦୀପ ଜଳେଇ ଗାୟତ୍ରୀ ମନ୍ତ୍ର ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରାଯାଇଥିଲା।ମା ଗାୟତ୍ରୀ ଦେବୀଙ୍କ ପୂଜା ପରେ ଉପସ୍ଥିତ ବ୍ୟକ୍ତି ବିଶେଷ ପୁଷ୍ପଗୁଚ୍ଛ, ଉପହାର ଓ ଉପଢୌକନ ପ୍ରଦାନ କରିଥିଲେ। ଅନୁଷ୍ଠାନର ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ସଭା ପରିଚାଳନା କରିଥିଲେ।ନବ ନିର୍ବାଚିତ ଓକିଲ ସଂଘର ସଭାପତି ଶ୍ରୀ ନାୟକ ଓ ସମ୍ପାଦକ ଶ୍ରୀ ଦାସାଙ୍କୁ ଅନୁଷ୍ଠାନ ତରଫରୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।ଶ୍ରୀ ସାହୁଙ୍କ ଦ୍ଵାରା ଲିଖିତ ସକାଳ ପକ୍ଷୀର କାକଳି ଶିଶୁ କିଶୋର କବିତା ସଂକଳନକୁ ଅଧ୍ୟାପକ ବିନୟ କୁମାର ଦାଶ ଓ ଆଦର୍ଶ ଶିକ୍ଷକ ଡ.ନାରାୟଣ ମିଶ୍ର ସମୀକ୍ଷା କରିଥିଲେ।ଉପ ସଭାପତି ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ।ସହ ସମ୍ପାଦିକା ଅଞ୍ଜଳି ମାଝୀ ଓ ମମତା ପଣ୍ଡାଙ୍କ ସଂଯୋଜନାରେ ବହୁଭାଷୀ କବିତା ପାଠ ହୋଇଥିଲା।ଏହି କବିତା ପାଠରେ କବି ନରେନ୍ଦ୍ର ସୁନା, କୁଞ୍ଜ ବିହାରୀ ବେହେରା, ଅନ୍ତର୍ଯ୍ୟାମୀ ବରିହା, ଦୟାନନ୍ଦ ବଛା,ରତୀନ୍ଦ୍ର ରାୟ, ରବି ନାରାୟଣ ତ୍ରିପାଠୀ,ବିନୋଦ ପୁଟେଲ, ଦୀପକ ମହାପାତ୍ର, ଅନନ୍ତ ଚରଣ ଖମାରୀ, ଡ. ମିଲି କର,ନିରୁପମା ମିଶ୍ର, ସୀମାରାଣୀ ଦାସ, ଦୀପା ନାୟକ,ଫକୀର ମୋହନ ଖମାରୀ, ଅମରକାନ୍ତ ବେହେରା, ବିକାଶ ନାଥ ଆଦି କବିତା ପାଠ କରିଥିଲେ।ଏହି କାର୍ଯ୍ୟକ୍ରକୁ ସଫଳ କରିବାରେ ନିଳେନ୍ଦୁ ବେହେରା, ଦାମୋଦର ସାହୁ,କୁଳଦୀପ ସାହୁ,ସୁଦୀପ୍ତ ସାହୁ,
କୁଳମଣି ସାହୁ,ଶ୍ରୀକାନ୍ତ ବେହେରା ସାହାଯ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like