-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ଵୁଟିଆ ଗୁଡା ରେ ନୂତନ ମାଁ ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବ

10-Apr-2025



(ମିହିର ଶଙ୍କର ପାତ୍ର,)
   ପାପଡା ହାଣ୍ଡି ବ୍ଳକ ଅନ୍ତର୍ଗତ ଚନ୍ଦ୍ର ପୁର ଗ୍ରାମ ପଞ୍ଚାୟତର ଵୁଟିଆ ଗୁଡା ରେ ନୂତନ ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ରେ    ଠାକୁରାଣୀ ମନ୍ଦିର ପୂଜକ କେଶରୀ ପୂଜାରୀ  ଦୀର୍ଘ ଦିନ ଧରି ଲୋକମାନଙ୍କ ସେବା କାମ କରି  ଆସୁଛନ୍ତି ।ଚନ୍ଦ୍ରପୁର ସରପଞ୍ଚ ଵୈଜୟନ୍ତି ମାଝୀ  ସମ୍ମାନନୀୟ  ଅତିଥି ,ସି. ଆର. ସି. ସି. ବାବୁଲାଲ ସାଗର ମୁଖ୍ୟ ଅତିଥି ,ସମ୍ମାନନୀୟ ଅତିଥି ଲକ୍ଷ୍ମଣ କମର୍ଲା ମୈଦଲପୁର ପଦର ମସିଆଣି ମନ୍ଦିର ପୂଜକ ଓ  ଧର୍ମ ପରାୟଣ ପ୍ରଭାକର ମାଳୀ ଉପସ୍ଥିତ ଥିଲେ lଗାଁର ପିତା ମାତା ସମସ୍ତଙ୍କ ସହଯୋଗ ରେ ପ୍ରତିଘରୁ ଏକ ହଜାର ଟଙ୍କାର ସହାୟତା ରେ  ଗାଁର ଲୋକମାନଙ୍କ ମନ୍ଦିର ର ପ୍ରାଣ ପ୍ରତିଷ୍ଠା ପାଇଁ ଗାଁର ସମସ୍ତଙ୍କ ମଧ୍ୟରେ ଆନନ୍ଦର ବାତାବରଣ ସୃଷ୍ଟି ହୋଇଥିଲା।ମୁଖ୍ୟ ଅତିଥି ବାବୁଲାଲ ଭାରତୀୟ ସଂସ୍କୃତି ରେ ଗାଁ ଜୀବନରେ ଲୋକମାନଙ୍କ ଧର୍ମ ମୟ ଜୀବନ ରେ ସୁସଂପର୍କ ଓ ପର୍ବପର୍ବାଣୀରେ ଏକ ଜୁଟ ହୋଇ ନାଟ ,ଗୀତ  ମାଧ୍ୟମରେ ଲୋକଙ୍କ ମଧ୍ୟରେ ବନ୍ଧୁତା ଭାବ କୁ ସବୁଦିନ ବଜାୟ ରଖିବାକୁ ଲୋକମାନଙ୍କୁ ଅବଗତ କରାଇଥିଲେ।ଲମ୍ବୋଧର ନାୟକ , ପଦ୍ମନ ମାଳୀ,ଜଗବନ୍ଧୁ ମାଳୀ , ମନବୋଧ ମାଳୀ , ପୂରଣ ମାଳୀ , ପଦ୍ମମ ମାଳୀ , ଲଛମନ ହରିଜନ , ଉଦ୍ଧବ ମାଳୀ ,କମ୍ ମାଳୀ ,ବଳଦେବ ମାଳୀ , ବଲରାମ ମାଳୀ ଆଜିର ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ସୁପରିଚ଼ାଳା ପାଇଁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like